ନୂଆଦିଲ୍ଲୀ,୧-୫: କୋଭିଡ୍-୧୯ ଯୁଦ୍ଧରେ ପ୍ରମୁଖ ଏୟାରକୁଲର ମାନୁଫାକଚର କମ୍ପାନୀ ସିମ୍ଫୋନି ସାମିଲ ହୋଇଛି। ଗୁଜରାଟ ସରକାରଙ୍କୁ ଏହା ୧୦୦୦ ଏୟାରକୁଲର ଦାନ କରିଥିବା ସୂଚନା ଦେଇଛି। ଗୁଜରାଟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗରେ ଏହି କୁଲରଗୁଡିକ ବ୍ୟବହାର କରାଯିବା କାର୍ଯ୍ୟକ୍ରମ ରହିଛି। କୋଭିଡ୍ ପ୍ରଭାବିତ ସ୍ଥାନ, ଟ୍ରିଟ୍ମେଣ୍ଟ ସେଣ୍ଟର, କ୍ୱାରାଣ୍ଟାଇନ ସେଣ୍ଟର, ହେଲ୍ଥ କେୟାର ଫାସିଲିଟିଗୁଡିକରେ ଏଗୁଡିକ ଲଗାଯିବ। କରୋନା ବିରୋଧରେ ସମସ୍ତେ ଆଗେଇ ଆସିବାକୁ କମ୍ପାନୀ ପକ୍ଷରୁ ଆହ୍ବାନ କରାଯାଇଛି। ଗୁଜରାଟ ସରକାରଙ୍କ ସହ ମିଳିତ ହୋଇ କାମ କରୁଥିବାରୁ ଅତ୍ୟନ୍ତ ଖୁସି ବୋଲି କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଆଚଲ ବାକେରି କହିଛନ୍ତି।
ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର
ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…
Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା
ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…
ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ
ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…
SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…
ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..
ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…
ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ
ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…
PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍ଲାଇନ୍ ଏବଂ ଅଫଲାଇନ୍ ଉଠାଣର ଷ୍ଟେପ୍ ବାଇ ଷ୍ଟେପ୍ ପ୍ରକ୍ରିୟା…
ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…
Archives

