Posted inଫୁରସତ

୧୦୦୦ ବର୍ଷ ମଧ୍ୟରେ ବସନ୍ତ ପଞ୍ଚମୀଠାରୁ କେବେ ବି ଆରମ୍ଭ ହୋଇନି ବସନ୍ତ ଋତୁ

ନୂଆଦିଲ୍ଲୀ,୨୯।୧: କୁହାଯାଏ ବସନ୍ତ ପଞ୍ଚମୀରେ ବସନ୍ତ ଋତୁର ଆରମ୍ଭ ହୋଇଥାଏ। ତେବେ ଗତ ୧୦୦୦ ବର୍ଷ ମଧ୍ୟରେ କେବେ ମଧ୍ୟ ବସନ୍ତ ପଞ୍ଚମୀଠାରୁ ବସନ୍ତ ଋତୁର ଆରମ୍ଭ ହୋଇନି। ଚଳିତ ବର୍ଷ ଜାନୁୟାରୀ ୩୦ରେ ବସନ୍ତ ପଞ୍ଚମୀ ପଡୁଥିବା ବେଳେ ଫେବୃୟାରୀ ୧୮ଠାରୁ ବସନ୍ତ ଋତୁ ଆରମ୍ଭ ହେଉଥିବା ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଜ୍ୟୋତିଷାଚାର୍ଯ୍ୟ ପଣ୍ଡିତ ଗଣେଶ ମିଶ୍ରା ସୂଚନା ଦେଇଛନ୍ତି। ତେବେ ଏହି ଦିନ ବିଦ୍ୟାଦାତ୍ରୀ ମାତା ସରସ୍ବତୀ ପ୍ରକଟ ହୋଇଥିବାରୁ ମାତାଙ୍କ ପୂଜା କରାଯାଇଥାଏ। ଏହି ଦିନଠାରୁ ବସନ୍ତ ମାସ ୧୦ମ ଶତାବ୍ଦୀରେ ଆରମ୍ଭ ହେଉଥିଲା। ତେଣୁ ଏହି ମାସର ପୂର୍ଣ୍ଣିମାରେ ସେତେବେଳେ ବସନ୍ତୋତ୍ସବ ପାଳନ କରାଯାଉଥିଲା। ତେବେ ପରବର୍ତ୍ତୀ ସମୟରେ ଏଭଳି ସଂଯୋଗ ଆଉ ଘଟି ନ ଥିଲା। ପୁଣି ଏକ ହଜାର ବର୍ଷ ପରେ ହୁଏତ ଏଭଳି ହେବାର ସମ୍ଭାବନା ଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

ସ୍ବାସ୍ଥ୍ୟସେବାରେ ପ୍ରାଣୀ ଚିକିତ୍ସକ

ମଣିଷର ଜୀବନଧାରଣରେ ପ୍ରାଣୀ ସମ୍ପଦର ଗୁରୁତ୍ୱକୁ ଉପଲବ୍ଧି କରି ୨୦୦୧ ମସିହାଠାରୁ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଅଛି ”ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ“। ପ୍ରତିବର୍ଷ ଏପ୍ରିଲ...

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri