ନୂଆଦିଲ୍ଲୀ,୨୩-୩
କରୋନା ଦ୍ୱାରା ପ୍ରଭାବିତ ନିଷ୍ପେସିତ ବର୍ଗର ବ୍ୟକ୍ତି ବିଶେଷଙ୍କ ସହାୟତା କରିବା ଲାଗି ବେଦାନ୍ତ ଗ୍ରୁପ ପକ୍ଷରୁ ୧୦୦ କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯାଇଛି। ସରକାରଙ୍କ କରୋନା ବିରୋଧି ପଦକ୍ଷେପ ଅନ୍ତର୍ଗତ ଯୋଗଦାନ ରଖିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଦୈନିକ ଭିତ୍ତିରେ କାମ କରୁଥିବା କର୍ମଚାରୀଙ୍କ ଜୀବନ ଜିବିକା, କର୍ମଚାରୀ ଏବଂ ଠିକା କର୍ମଚାରି, ପ୍ରତିଶେଧକ ଶିକ୍ଷା ବ୍ୟବସ୍ଥା ଗ୍ରହଣ ଦିଗରେ ଏହି ପାଣ୍ଠି ଖର୍ଚ୍ଚ ହେବ। କମ୍ପାନୀର ବିଭିନ୍ନ ପ୍ଲାଣ୍ଟ ଏବଂ ଲୋକେସନରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କ ମଙ୍ଗଳଲାଗି ଏହି ପାଣ୍ଠି ଖର୍ଚ୍ଚ ହେବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। କରୋନାକୁ ପ୍ରତିରୋଧ କରିବା ଲାଗି ସରକାର ଉଲ୍ଲେଖନୀୟ କାମ କରୁଛନ୍ତି। ଏକ ଦାୟିତ୍ୱବାନ କମ୍ପାନୀ ଭାବେ ଏ ଦିଗରେ ଯୋଗଦାନ ରଖାଯାଇଥିବା ବେଦାନ୍ତ ରିସୋର୍ସେସର କାର୍ଯ୍ୟନିର୍ବାହି ଅଧ୍ୟକ୍ଷ ଅନୀଲ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।
ଉନ୍ନତ ଡାଇଗ୍ନୋଷ୍ଟିକ୍ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍
ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…
୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…
ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…
କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!
ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…
ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍
ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…
ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ
ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…
ଦେଶରେ ପୁଣି ବଢ଼ିବ ପେଟ୍ରୋଲ-ଡିଜେଲ ଦର! ସରକାର ଦେଲେ ବଡ଼ ସ୍ପଷ୍ଟୀକରଣ
ନୂଆଦିଲ୍ଲୀ,୨୪।୯: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ହର୍ମୁଜ ସଙ୍କଟ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ବା କ୍ରୁଡ୍ ଅଏଲ ଦର ଗତ କିଛି…
ପାଖରେ ରଖନ୍ତୁ କ୍ୟାସ୍, ଏହି ଦିନ ଦେଶରେ ବନ୍ଦ ରହିବ UPI! ବଡ଼ ଘୋଷଣା କଲେ…
ନୂଆଦିଲ୍ଲୀ,୨୪।୯: ୟୁପିଆଇ (UPI) ଚାର୍ଜକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟବସାୟୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି। ଏହାର ପ୍ରତିବାଦରେ ଫେଡେରେଶନ ଅଫ ଅଲ ଇଣ୍ଡିଆ ବ୍ୟାପାର…
କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି
ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା…

