Posted inଖେଳ

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪ ସେକେଣ୍ଡ ଟାଇମିଂରେ ତାଙ୍କ ରେସ୍‌ ଶେଷ କରିଥିଲେ। ସ୍ବିଡେନର ସାରା ଜୋସ୍‌ଷ୍ଟର୍ମଙ୍କୁ ପଛରେ ପକାଇ ଅଷ୍ଟ୍ରେଲିଆର କେଟ୍‌ କ୍ୟାମ୍ପବେଲ୍‌ ରୌପ୍ୟ ଜିତିଥିଲେ। ଶୁକ୍ରବାର ଏହି ବିଜୟ ଦ୍ୱାରା ଏକାଧିକ ମହିଳା ୧୦୦ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ହାସଲ କରିବାରେ ମାନୁଏଲ୍‌ ଦ୍ୱିତୀୟ ମହିଳା ସନ୍ତରଣକାରୀ ବିବେଚିତ ହୋଇଛନ୍ତି। ପୂର୍ବ ଜର୍ମାନୀର କୋର୍ନେଲିଆ ଏଣ୍ଡର ୧୯୭୩ ଏବଂ ୧୯୭୫ରେ ଟାଇଟଲ ଜିତି ଏହି ସଫଳତା ହାସଲ କରିଥିଲେ। ୨୦୧୬ ରିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପାଇଁ କାନାଡାର ପେନି ଓଲେସିଆକ୍‌ଙ୍କ ସହିତ ଟାଇ ରଖିଥିବା ମାନୁଏଲ କହିଛନ୍ତି, ଏହି ରେସ୍‌ରେ ଭାଗ ନେବା ପୂର୍ବରୁ ମୁଁ ଚାପରେ ରହିଥିଲି। ବିଜୟ ଲାଭ ପରେ ମୁଁ ବହୁତ୍‌ ଖୁସି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri