୧୦ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୮ ସୁରଟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରବିବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦ ନୂତନ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମଧ୍ୟରେ ୪ ଜଣ ଯାଜପୁରର ହୋଇଥିବାବେଳେ ୨ ଜଣ ସୁରଟ ଫେରନ୍ତା ଏବଂ ଅନ୍ୟ ୨ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେହିପରି ୬ ଜଣ ଭଦ୍ରକ ହୋଇଥିବାବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri