Posted inଜାତୀୟ

୧୦ ଦିନରେ ପହଞ୍ଚିଲା ସ୍ବାତୀ ମାଲିଓ୍ବାଲଙ୍କ ଅନଶନ

ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ମହିଳା କମିଶନର ମୁଖ୍ୟ ସ୍ବାତୀ ମାଲିଓ୍ବାଙ୍କ ଆମରଣ ଅନଶନ ଗୁରୁବାର ୧୦ମ ଦିନରେ ପହଞ୍ଚିଛି। ଦେଶରେ ବଢି ଚାଲିଥିବା ବଳାତ୍କାର ଘଟଣାକୁ ଲକ୍ଷ୍ୟ କରି ସେ ମହିଳାଙ୍କ ସୁରକ୍ଷାକୁ ନେଇ କେନ୍ଦ୍ର ସରକାରଙ୍କ ନିକଟରେ କିଛି ଦାବି ରଖିଛନ୍ତି। ଆଉ ସେହି ଦାବି ପୂରଣ ନ ହେଲେ ସେ ଅନଶନରୁ ଉଠିବେ ନାହିଁ ବୋଲି କହିଛନ୍ତି। ବଳାତ୍କାର ଅଭିଯୁକ୍ତଙ୍କୁ ଅତିକମ୍‌ରେ ୬ମାସ ମଧ୍ୟରେ ଦଣ୍ଡ ମିଳୁ ବୋଲି ସେ ଦାବି କରିଛନ୍ତି। ଯେପର୍ଯ୍ୟନ୍ତ ସରକାର ତାଙ୍କ ଦାବି ମାନି ନେଇ ନାହାନ୍ତି ସେପର୍ଯ୍ୟନ୍ତ ସେ ଅନଶନରେ ବସିବେ ବୋଲି କହିଛନ୍ତି। ଦୋଷୀଙ୍କୁ ଦଣ୍ଡ ମିଳିଲେ ଓ ନିର୍ଭୟା ଫଣ୍ଡ ଖର୍ଚ୍ଚ ହେଲେ ଯାଇ ପରବର୍ତ୍ତି ଘଟଣା ଘଟି ନ ପାରେ ବୋଲି ସ୍ବାତୀ କହିଛନ୍ତି। ସୂଚନାଯୋଗ୍ୟ, ତେଲେଙ୍ଗାନାର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ପରେ ସ୍ବାତୀ ମହିଳାଙ୍କ ସୁରକ୍ଷା ଦାବି କରି ଅନଶନରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri