୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି

କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍‌ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପାରଳାଖେମୁଣ୍ଡି ଏସ୍‌ଡିପିଓ ଠାକୁର ପ୍ରସାଦ ପାତ୍ରଙ୍କୁ ପଦୋନ୍ନତି ଦିଆଯାଇ ଗଞ୍ଜାମ ଅତିରିକ୍ତ ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭୁବନେଶ୍ୱର ଏସ୍‌ଟିଏଫ, ସିଆଇଡି ସିବି ଡିଏସ୍‌ପି ତେଜରାଜ ପଟେଲଙ୍କୁ ଭୁବନେଶ୍ୱର ଏସ୍‌ଟିଏଫ, ସିଆଇଡି ସିବି ଅତିରିକ୍ତ ଏସ୍‌ପି, ଆଠମଲ୍ଲିକ ଏସ୍‌ଡିପିଓ ଏସ୍‌.କେ. ଅବଦୁଲ କରିମଙ୍କୁ ଭୁବନେଶ୍ୱର ଓଏଚ୍‌ଆରସି ଅତିରିକ୍ତ ଏସ୍‌ପି, ଭଦ୍ରକ ପିସିଆର ସେଲ ଡିଏସପି ସୁରଶ ଚନ୍ଦ୍ର ଜେନାଙ୍କୁ କନ୍ଧମାଳ ଅତିରିକ୍ତ ଏସ୍‌୍‌ପି, କଟକ ଏସ୍‌ପି ମୁଖ୍ୟ କାର୍ଯ୍ୟାଳୟ ଡିଏସ୍‌ପି ତଥା ବର୍ତ୍ତମାନ ରାଜ୍ୟ ମହିଳା କମିଶନର ବରିଷ୍ଠ ଫିଲ୍ଡ ଅଫିସର ଭାବେ ଡେପୁଟେଶନ୍‌ରେ ଥିବା ବିଜୟା ବରୱାଙ୍କୁ ଏନ୍‌ସିଆର ତାଳଚେରସ୍ଥିତ ଡିଆଇଜି ପୋଲିସ କାର୍ଯ୍ୟାଳୟରେ ଅତିରିକ୍ତ ଏସ୍‌ପି, ଭୁବନେଶ୍ୱର ଓଏଚ୍‌ଆରସି ଅତିରିକ୍ତ ଏସ୍‌ପି ତପସ୍ବିନୀ ଆରୁଖଙ୍କୁ ଢେଙ୍କାନାଳ ଅତିରିକ୍ତ ଏସ୍‌ପି, ଏନ୍‌ସିଆର ତାଳଚେର ଡିଆଇଜି ପୋଲିସ କାର୍ଯ୍ୟାଳୟ ଅତିରିକ୍ତ ଏସ୍‌ପି ତଥା ଝାରସୁଗୁଡାରେ ଡେପୁଟେଶନରେ ଥିବା ନୃପ ଚରଣ ଦଣ୍ଡସେନାଙ୍କୁ ଝାରସୁଗୁଡା ଅତିରିକ୍ତ ଏସ୍‌ପି, ଭୁବନେଶ୍ୱର ସାମୁଦ୍ରିକ ଓ ତଟରକ୍ଷୀ ଡିସିପି ରବୀନ୍ଦ୍ରନାଥ ମହାପାତ୍ରଙ୍କୁ ଭୁବନେଶ୍ୱର-କଟକ କମିଶନରେଟ୍‌ ଅତିରିକ୍ତ ଡିସିପି, ରାଉରକେଲା ଇନ୍ସପେକ୍ଟର ରବିନାରାୟଣ ପାଢୀଙ୍କୁ ରାଉରକେଲା ଏସ୍‌ପିଙ୍କ କାର୍ଯ୍ୟାଳୟ ଡିଏସ୍‌ପି ଇନଚାର୍ଜ, ଭୁବନେଶ୍ୱର ଇନ୍ସପେକ୍ଟର ଅନିଲ କୁମାର ବେଉରିଆଙ୍କୁ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଏସିପି ଇନ୍‌ଚାର୍ଜ ଭାବେ ପଦୋନ୍ନତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?