୧୦ ବର୍ଷରେ ରିଲାଏନ୍ସର ସର୍ବାଧିକ ବୃଦ୍ଧି

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଆସନ୍ତା ୧୮ ମାସ ମଧ୍ୟରେ ଋଣମୁକ୍ତ ହୋଇଯିବ ବୋଲି ଏହାର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ ତମ ବାର୍ଷିକ ସାଧାରଣ ବୈଠକରେ ଘୋଷଣା କରିଥିଲେ। ମଙ୍ଗଳବାର ଷ୍ଟକ୍‌ ମାର୍କେଟରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। କମ୍ପାନୀର ଶେୟାର ମୂଲ୍ୟ ୯,୭୨% ବୃଦ୍ଧି ପାଇଥିଲା, ଯାହା କି, ୨୦୦୯ ଜାନୁୟାରୀ ୧୪ ପରେ ଗୋଟିଏ ଦିନରେ ସର୍ବାଧିକ ବୃଦ୍ଧି ଦେଖିବାକୁ ମିଳିଥିଲା। ମଙ୍ଗଳବାର ଆର୍‌ଆଇଏଲ୍‌ ଶେୟାର ମୂଲ୍ୟ ୧୨୭୫.୩୦ ଟଙ୍କାରେ ବନ୍ଦ ହୋଇଛି। ଏହି କାରଣରୁ ରିଲାଏନ୍ସ ପୁନର୍ବାର ଦେଶର ସର୍ବବୃହତ କମ୍ପାନୀ ହେବାର ନିକଟବର୍ତ୍ତୀ ହୋଇଛି। ବର୍ତ୍ତମାନ ଶୀର୍ଷରେ ଥିବା ଟିସିଏସ୍‌ଠାରୁ ଏହା ପ୍ରାୟ ୧ ବିଲିୟନ ଡଲାର ପଛରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

ଆମେରିକାକୁ ବଡ଼ ପରାମର୍ଶ ଦେଲା ଇରାନ, କହିଲା ଟ୍ରମ୍ପଙ୍କୁ ଆମର…

ତେହରାନ,୧୩।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ସଙ୍କେତ ଦେଇଛନ୍ତି ଯେ ତେହରାନ ଆମେରିକା ସହିତ ଏକ ଚୁକ୍ତିରେ ପହଞ୍ଚିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ, ଏକ ସମାଧାନ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri