୧୦ ମତ୍ସ୍ୟଜୀବୀଙ୍କ ସ୍ବାବ୍‌ ପରୀକ୍ଷା

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.) : ଚେନ୍ନାଇରୁ ୩୩ ଜଣ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ୍‌ ଯୋଗେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ ଫିସେରୀ ଜେଟିଠାରେ ସୋମବାର ରାତିରେ ପହଞ୍ଚିଥିଲେ। ସମସ୍ତଙ୍କୁ ଆର୍ଯ୍ୟପଲ୍ଲୀ ହାଇସ୍କୁଲରେ ଖୋଲାଯାଇଥିବା ଆଇସୋଲଶନ ସେଣ୍ଟରକୁ ନିଆଯାଇଥିଲା। ଏଠାରେ ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଦୁଇଟି ପର୍ଯ୍ୟାୟରେ ସମସ୍ତଙ୍କର ତାପମାତ୍ରା ଯାଞ୍ଚ କରଯାଇଥିଲା। ଏଥିମଧ୍ୟରୁ ୧୯ଜଣଙ୍କୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିକୁ ନେଇ ସେମାନଙ୍କର ସ୍ବାବ୍‌ ପରୀକ୍ଷା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri