Posted inଜାତୀୟ

୧୦ ମାସରେ ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି: ଦଣ୍ଡକାରଣ୍ୟରେ ସର୍ବାଧିକ

ରାୟପୁର,୧।୧୨: ଗତ ୧୦ ମାସରେ ଦେଶର ବିଭିନ୍ନ ମାଓବାଦୀ ପ୍ରବଣ ଅଞ୍ଚଳରେ ଜାରି ରହିଥିବା ଏନ୍‌କାଉଣ୍ଟରରେ ୧୨୮ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ସର୍ବାଧିକ ୬୦ ପ୍ରତିଶତ ଅର୍ଥାତ୍‌ ୭୮ ମାଓବାଦୀଙ୍କ ଏନ୍‌କାଉଣ୍ଟର ଦଣ୍ଡକାରଣ୍ୟ ଅଞ୍ଚଳରେ ହୋଇଛି। ୨୦୧୮ ଡିସେମ୍ବରରୁ ୨୦୧୯ ସେପ୍ଟେମ୍ବର ମଧ୍ୟରେ ଏହା ହୋଇଥିବା ବିଭିନ୍ନ ଏନ୍‌କାଉଣ୍ଟରରେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ମାଓବାଦୀ ସେଣ୍ଟ୍ରାଲ୍‌ ମିଲିଟାରୀ କମିଶନ୍‌(ସିଏମ୍‌ସି) ପକ୍ଷରୁ ସ୍ବୀକାର କରାଯାଇଛି। ଦଣ୍ଡକାରଣ୍ୟ ସହିତ ଓଡ଼ିଶା,ଆନ୍ଧ୍ର-ଓଡ଼ିଶା ସୀମା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର-ଛତିଶଗଡ଼ ଆଦି ଅଞ୍ଚଳରେ ମଧ୍ୟ ଏନ୍‌ କାଉଣ୍ଟର ଯୋଗୁ ମାଓବାଦୀ ସଂଗଠନର ବହୁ କ୍ଷତି ହୋଇଛି। ଏହି ସମୟ ମଧ୍ୟରେ ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ୩୬୦ଟି ଅଞ୍ଚଳରେ ସଂଘର୍ଷ ହୋଇଛି। ସେଥି ମଧ୍ୟରୁ ୭୦ଟି ମୁହାଁମୁହିଁ ଲଢ଼େଇ ହୋଇଛି। ଏଥିରେ ୭୫ ଜଣ ଯବାନ ଶହୀଦ୍‌ ହୋଇଛନ୍ତି। ୧୩ଟି ଅଞ୍ଚଳରେ ଅସ୍ତ୍ରଶସ୍ତ୍ର ଲୁଟ ହୋଇଥିବାବେଳେ ମାଓବାଦୀଙ୍କ ଆକ୍ରମଣରେ ୧୪୭ ଆହତ ହୋଇଥିବା ସିଏମ୍‌ସି ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର…

ଅପହୃତା ନାବାଳିକା ଉଦ୍ଧାର ଘଟଣା, ଘରକୁ ନେବାକୁ ମନାକଲେ ପରିବାର

ଦିଗପହଣ୍ଡି,୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସେହି ଗାଁର ଜଣେ ନାବାଳକ ଅପହରଣ କରି…

JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା

ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।…

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri