୧୦ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୫ ପ୍ରତିଶତ

ନୂଆଦିଲ୍ଲୀ, ୭।୬: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯ ହଜାର ୯୪୬ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୭ ହଜାର ୪୦ ରହିଛି। ସେଥିମଧ୍ୟରୁ ୧୦ଟି ରାଜ୍ୟରେ ମୃତକଙ୍କ ସଂଖ୍ୟା ମୋଟ ମୃତ୍ୟୁ ସଂଖ୍ୟାର ୯୫ ପ୍ରତିଶତ ରହିଛି। ଏସବୁ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ପ୍ରତିଶତ ରହିଛି। ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ, ଗୁଜରାଟ, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ,ପଶ୍ଚିମବଙ୍ଗ, କର୍ନାଟକ, ବିହାର ଆଦି ରାଜ୍ୟରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଅଧିକ ରହିଛି। ମହାରାଷ୍ଟ୍ର, ଗୁଜରାଟ, ଦିଲ୍ଲୀ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗରେ ମୃତକଙ୍କ ସଂଖ୍ୟା ୮୩ ପ୍ରତିଶତ ରହିଛି। ଦିଲ୍ଲୀରେ ସ୍ଥିତି ଧୀରେ ଧୀରେ ଗୁରୁତର ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଏସବୁ ୧୦ ରାଜ୍ୟରେ ନମୁନା ପରୀକ୍ଷା ହାର ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri