୧୧ରୁ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର

ଭୁବନେଶ୍ୱର,୫-୧୦: ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାର ଚଳିତ ମାସ ୧୧ରୁ ୨୧ ଯାଏ ସ୍ଥାନୀୟ ଜନତା ମଇଦାନଠାରେ ଅନୁଷ୍ଠିତ ହେବ। ୨୫ ରାଜ୍ୟ ଏବଂ ୧୦ ଦେଶର ବ୍ୟବସାୟୀମାନେ ଏଠାରେ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ ଏବଂ ବିକ୍ରି କରିବେ। ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ଏବଂ ପ୍ରାଇଭେଟ ଲିମିଟେଡ ପକ୍ଷରୁ ଏହା ଆୟୋଜନ କରାଯାଉଥିବା ଏହାର ଏମ୍‌ଡି ସୁଜିତ ଗୁପ୍ତା କହିଛନ୍ତି। ରାଜ୍ୟପାଳ ଗଣେଶି ଲାଲ ଏବଂ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏହାର ଶୁଭାରମ୍ଭ କରିବେ। ଏଥିରେ ୫୦୦ ଷ୍ଟଲ ରହିବ। ଏଠାରେ ଫର୍ନିଚର, ଇଣ୍ଟେରିୟର, ହୋମ ଡେକର, କିଚେନ ଆପ୍ଲାଏନ୍ସ, କୁକେରି, ହେଲ୍‌ଥ ପ୍ରଡକ୍ଟ, ଜୁଏଲେରି, ହ୍ୟାଣ୍ଡିକ୍ରାଫ୍ଟ ଏବଂ ହ୍ୟାଣ୍ଡଲୁମ ସାମଗ୍ରୀ ଉପଲବ୍ଧ ହେବ। ଜିଇଏମ୍‌ ଏବଂ ନାରେଡ୍‌କୋ ଓଡ଼ିଶା ମିଳିତ ହୋଇ ବିଲଡିଂ ଏକ୍ସପୋ ମଧ୍ୟ ଆୟୋଜନ କରିବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri