୧୧ରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଲ୍‌ ଓଡିଶା ଲ ଅଫିସର୍ସ ଆସୋସିଏଶନ ପକ୍ଷରୁ ଆସନ୍ତା ୧୧ ତାରିଖରେ ଇଡ୍‌କଲ ଅଡିଟୋରିୟମରେ ସରକାରୀ ଓକିଲଙ୍କ ବିଶାଳ ସମ୍ମିଳନୀ ହେବ। ରାଜ୍ୟର ବିଭିନ୍ନ ଅଦାଲତରେ କାର୍ଯ୍ୟ କରୁଥିବା ସରକାରୀ ଓକିଲ(ଦଓ୍ବୋନୀ ଓ ଫୌଜଦାରୀ)ମାନେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଇନମନ୍ତ୍ରୀ, କୃଷିମନ୍ତ୍ରୀ, ଆଡଭୋକେଟ ଜେନେରାଲ(ଏଜି) ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସଂଘ ତରଫରୁ ସରକାରୀ ଓକିଲମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ କେତେକ ଦାବି ସରକାରଙ୍କ ନିକଟରେ ଉପସ୍ଥାପନ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ସଂଘ ପକ୍ଷରୁ ଏହା କୁହାଯାଇଛି। ଖବରଦାତା ସମ୍ମିଳନୀରେ ବରିଷ୍ଠ ଆଇନଜୀବୀ ପ୍ରବୀର ପଟ୍ଟନାୟକ, ଡା ସୁରେଶ କୁମାର ବାରିକ, ବିଶ୍ୱନାରାୟଣ ମହାନ୍ତି, ଭିକାରୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri