୧୧୪୫ ଗାଡି ଜବତ, ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ୧୬୭

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ବାରମ୍ବାର ସଚେତନ ସତ୍ତ୍ୱେ ଲକ୍‌ଡାଉନକୁ ଲୋକେ ମାନୁନାହାନ୍ତି। ଘରେ ରହିବା ବଦଳରେ ବିନା କାର୍ଯ୍ୟରେ ବାହାରେ ବୁଲୁଛନ୍ତି। ପୋଲିସକୁ ମିଛ କହି ଧରାପଡିବା ପରେ ବାଇକ୍‌, କାର ଜବତ ସାଙ୍ଗକୁ ମାସ୍କ ନ ପିନ୍ଧି ତଣ୍ଡ ଗଣୁଛନ୍ତି। ସୋମବାର ଟୁଇନ ସିଟିର ବିଭିନ୍ନ ଥାନା ଅଞ୍ଚଳରେ ୧୧୪୫ ଜଣଙ୍କ କାର, ବାଇକ୍‌ ଜବତ କରାଯିବା ସହ ଜରିମାନା ଆଦାୟ କରାଯାଇଛି। ସେହିପରି ମାସ୍କ ନ ପିନ୍ଧି ଖୁଲମଖୁଲା ବୁଲୁଥିବା ୧୬୭ ଜଣଙ୍କୁ ପୋଲିସ ଧରି ୨ ଶହ ଟଙ୍କା ଲେଖାଏ ଜରିମାନା ଆଦାୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri