୧୧୬୧ ଜଣଙ୍କ ୧୪ ଦିନିଆ ଆଇସୋଲେଶନ ଅବଧି ସରିଲା

ଶେରଗଡ଼,୬ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକକୁ ଗତ ୨୨ ତାରିଖ ପୂର୍ବରୁ ରାଜ୍ୟ ବାହାରୁରୁ ୧୧୬୧ ଜଣ ବ୍ୟକ୍ତି ଫେରିଥିଲେ। ବ୍ଲକ ପ୍ରଶାସନ ଜାଣିବା ପରେ ଗ୍ରାମପଞ୍ଚାୟତ ନୋଡାଲ ଅଧିକାରୀ ଓ ପଞ୍ଚାୟତ ଗ୍ରାମ ସେବକ, ସରପଞ୍ଚଙ୍କ ଜରିଆରେ ସମସ୍ତ ୧୧୬୧ଜଣଙ୍କୁ ନିଜ ଘରେ ଆଇସୋଲେଶନରେ ରଖିବାକୁ ସେମାନଙ୍କ ପରିବାରଙ୍କୁ ନିବେଦନ କରାଯାଇଥିଲା। ତାଙ୍କ ଘର ଆଗରେ ଏକ ପୋଷ୍ଟର ମଧ୍ୟ ଲଗାଯାଇଥିଲା। ସୋମବାର ସେମାନଙ୍କ ୧୪ଦିନ ପୁରିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ କଟକଣା ଥିବାରୁ ଏହାକୁ ମାନିବା ସହ ସାମାଜିକ ଦୂରତ୍ୱ ରଖିବା ଜରୁରୀ ବୋଲି ସେମାନଙ୍କୁ କୁହାଯାଇଥିବା ବିଡିଓ ସୁରଞ୍ଜନ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri