Posted inଫୁରସତ

୧୧୭ତମ ଜନ୍ମଦିବସ ପାଳିଲେ ବୃଦ୍ଧା

ଟୋକିଓ: ଜାପାନର ଜଣେ ବୃଦ୍ଧା ରବିବାର ୧୧୭ତମ ଜନ୍ମଦିବସ ପାଳନ କରିଛନ୍ତି। ସେ ବିଶ୍ୱର ସବୁଠୁ ବୟସ୍କ ମହିଳା ଭାବେ ପରିଗଣିତ ହୋଇଛନ୍ତି। କେନ୍‌ ତନାକା ନାମକ ଏହି ବୃଦ୍ଧା ଜଣକ ୧୯୦୩ ଜାନୁଆରୀ ୬ରେ ଜନ୍ମଗ୍ରହଣ କରିଥିଲେ। ସେମାନେ ୮ ଭାଇ ଭଉଣୀ ହୋଇଥିବା ବେଳେ ୧୯ ବର୍ଷ ବୟସରେ ହିଦେଓ ତନାକାଙ୍କୁ ବିବାହ କରିଥିଲେ କେନ୍‌। ତାଙ୍କର ୪ ସନ୍ତାନ। ସ୍ବାମୀ ଏବଂ ବଡ଼ ଝିଅଙ୍କ ମୃତ୍ୟୁ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ହୋଇଥିଲା। ଏହା ପରେ କେନ୍‌ ଏକ ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ। ବିଶେଷକରି ଜାପାନରେ ହିଁ ଅଧିକାଂଶ ଲୋକ ୧୦୦ ବର୍ଷରୁ ଅଧିକ ବଞ୍ଚିଥାନ୍ତି। ଗତ ଜୁଲାଇରେ ୧୧୭ ବର୍ଷୀୟା ଆଉ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଦେଶ ତୁଳନାରେ ଜାପାନର ଲୋକଙ୍କୁ କମ୍‌ ରୋଗ ହୋଇଥାଏ। ତେଣୁ ସେମାନେ ଦୀର୍ଘାୟୁ ହୋଇଥାନ୍ତି ବୋଲି ଏକ ରିପୋର୍ଟରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri