୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଲାଇନ୍‌ ମ୍ୟାନ୍‌ ମୃତ

ଆଳି,୨୩।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଳନ୍ଦୀ ସିଂ(୫୬)। କାଳନ୍ଦୀ ସାନଆଙ୍କୋରୁ ମହୁ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାରରେ ଫ୍ୟୁଜ୍‌ ବାନ୍ଧୁଥିବା ବେଳେ କେହି ଜଣେ ବିଦ୍ୟୁତ୍‌ ଚାର୍ଜ କରିଦେଇଥିଲେ। ଫଳରେ ସେ ତଳେ ପଡ଼ିଯାଇଥିଲେ ଓ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୧।୮ (ଭାସ୍କର ରାଉତରାୟ): ମୌସୁମୀର ଆଗମନରେ ଚଳିତ ବର୍ଷ ଜୁଲାଇ ମାସଠାରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଦେଶୀୟ ପକ୍ଷୀଙ୍କ ସମାଗମରେ ପକ୍ଷୀବିହାର ଭିତରକନିକାର ଶୋଭା…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

ଗାଁକୁ ନିଶାମୁକ୍ତ କରିବା ପାଇଁ ଥାନାର ଦ୍ୱାରସ୍ଥ ହେଲେ ମହିଳା, ପ୍ରତିଶ୍ରୁତି ଦେଇ ଥାନାଧିକାରିଣୀ କହିଲେ…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ଦେଉଳପଡ଼ା ପଞ୍ଚାୟତ ବାଙ୍କୀଛନ୍ଦା ଗ୍ରାମରେ ଦୀର୍ଘବର୍ଷ ଧରି ବେଆଇନ ମଦ ବ୍ୟବସାୟୀମାନେ ଦେଶୀ ବିଦେଶୀ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?