Posted inଖେଳ

୧୧ ବର୍ଷ ତଳେ ପାକିସ୍ତାନରେ ଶ୍ରୀଲଙ୍କା କ୍ରିକେଟ ଦଳ ଉପରେ ହୋଇଥିଲା ଆତଙ୍କବାଦୀ ଆକ୍ରମଣ

ଇସଲାମାବାଦ୍‌,୩।୩: ପାକିସ୍ତାନକୁ ଯାଇଥିବା ଶ୍ରୀଲଙ୍କା କ୍ରିକେଟ ଦଳ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୧୧ ବର୍ଷ ବିତିଛି। ୨୦୦୯ ମାର୍ଚ୍ଚ ୩ରେ ଲାହୋରସ୍ଥିତ ଗଦାଫି ଷ୍ଟାଡ଼ିୟମ୍‌ରେ ଶ୍ରୀଲଙ୍କା-ପାକିସ୍ତାନ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ର ତୃତୀୟ ଦିନର ଖେଳ ଖେଳାଯିବାର ଥିଲା। ଶ୍ରୀଲଙ୍କା ଦଳ ଷ୍ଟାଡ଼ିୟମ୍‌ ଅଭିମୁଖେ ଯାତ୍ରା କରିଥିଲେ। ତେବେ ବାଟରେ କିଛି ଆତଙ୍କବାଦୀ ବସ୍‌କୁ ଘେରି ଆଖିବୁଜା ଗୁଳି ଚାଳନା କରିବା ଆରମ୍ଭ କରିଥିଲେ। କେହି କିଛି ବୁଝିବା ପୂର୍ବରୁ ଘଟଣାସ୍ଥଳରେ ୬ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୨ ଜଣ ସାଧାରଣ ଲୋକଙ୍କର ମଧ୍ୟ ମୃତ୍ୟୁ ହୋଇଥିଲା। ଶ୍ରୀଲଙ୍କା କ୍ରିକେଟ ଦଳ ସଦସ୍ୟ ବସ ସିଟ୍‌ରୁ ଉଠି ତଳେ ଶୋଇ ରହିଥିଲେ। ଏହି ଘଟଣାରେ ଶ୍ରୀଲଙ୍କା କ୍ରିକେଟ୍‌ ଦଳର ମହେଲା ଜୟବର୍ଦ୍ଧନେ, କୁମାର ସଙ୍ଗକାରା, ଅଜନ୍ତା ମେଣ୍ଡିସ୍‌ ଆହତ ହୋଇଥିଲେ। ଅପରପକ୍ଷରେ ଥିଲାନ ସମରବୀରା ଏବଂ ଥରଙ୍ଗା ପରବିତରାନା ଗୁରୁତର ଆହତ ହୋଇଥିଲେ। ଏହାପରେ ପାକିସ୍ତାନରେ ୧୦ ବର୍ଷ ଧରି କୌଣସି ଟେଷ୍ଟ ମ୍ୟାଚ୍‌ ନ ଖେଳାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri