୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ

ଜୁନାଗଡ,୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ ଥିବାରୁ ଆକ୍ରାନ୍ତ ବ୍ୟକ୍ତିମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହି ଖବର ଜାଣିବା ପରେ ଓଡିଶା ବିଧାନ ସଭାରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଜିଲା ମୁଖ୍ୟ ଚିକିସତ୍ାଳୟରୁ ଏକ ଟିମ୍‌ ଜୁନାଗଡ ଡାକ୍ତରଖାନାକୁ ପଠାଇଥିଲେ। ପରେ ଉକ୍ତ ଟିମ୍‌ ଜୁନାଗଡ ସହରର କୁକୁର କାମୁଡି ଥିବା ୧୨ଜଣଙ୍କୁ ଇଞ୍ଜେକସନ ଦେଇଥିଲେ। ଅନ୍ୟମାନେ ଧର୍ମଗଡ ଉପଖଣ୍ଡ ଡାକ୍ତରଖାନା ଓ ଭବାନୀପାଟଣା ଜିଲା ଚିକିତ୍ସାଳୟରେ ଇଞ୍ଜେକସନ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri