୧୨ଫୁଟ୍‌ର ଅହିରାଜ ଉଦ୍ଧାର

ପାତ୍ରପୁର, ୨୪ (ଡିଏନ.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଜଗଦେବପୁର ରାସ୍ତା କଡରେ ଥିବା ଗଛ ଉପରୁ ମଙ୍ଗଳବାର ରାତିରେ ଏକ ୧୨ଫୁଟର ଅହିରାଜ ସାପ ଉଦ୍ଧାର କରାଯାଇଛି। କେତେଜଣ ଲୋକ ଗ୍ରାମକୁ ଯାଉଥିବା ବେଳେ ସାପକୁ ଦେଖି ବନବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ଆସି ସାପକୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri