Posted inଜାତୀୟ

୧୨୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ରହିଛି ଆଧାର

ନୂଆଦିଲ୍ଲୀ,୨୭।୧୨: ସରକାରଙ୍କ ୟୁନିକ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ(ୟୁଆଇଡିଏଆଇ)ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି କି ଦେଶରେ ବର୍ତ୍ତମାନ ସୁଦ୍ଧା ୧୨୫କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଆଧାର କାର୍ଡ ରହିଛି। ଏହାର ଅର୍ଥ ବର୍ତ୍ତମାନ ସୁଦ୍ଧା ଭାରତରେ ୧.୨୫ ବିଲିୟନ ଘରେ ୧୨ ଡିଜିଟର ୟୁନିକ ଆଇଡେନଟିଟି ରହିଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଆଧାରକୁ ବିଭିନ୍ନ କାର୍ଯ୍ୟରେ ପ୍ରାଥମିକତା ଦିଆଯାଇଛି। ଏପର୍ଯ୍ୟନ୍ତ ୩୭,୦୦୦ କୋଟି ଥର ଆଧାରକୁ ପ୍ରାଥମିକ ପ୍ରମାଣ ପତ୍ର ଭାବରେ ବ୍ୟବହାର କରାଯାଇଛି। ୟୁଆଇଡିଏଆଇର ରେକର୍ଡ ଅନୁସାରେ ପ୍ରତିଦିନ ହାରାହାରି ୩ କୋଟି ଆଧାର କାର୍ଡ ପ୍ରମାଣ ସ୍ବରୂପ ବ୍ୟବହାର ହେଉଛି। ଏମିତିକି ଲୋକମାନେ ନିଜ ନିଜର ଆଧାର କାର୍ଡ଼କୁ ଅପଡେଟ ମଧ୍ୟ କରୁଛନ୍ତି ବୋଲି ସରକାର କହିଛନ୍ତି। ୟୁଆଇଡିଏଆଇ ଏବେସୁଦ୍ଧା ୩୩୧ କୋଟି ଆଧାର କାର୍ଡ ଅପଡେଟ କରିଛି। ଏବେ ପ୍ରତିଦିନ ହାରାହାରି ୩-୪ ଲକ୍ଷ ଆଧାର କାର୍ଡ ଅପଡେଟ ପାଇଁ ଅନୁରୋଧ ହେଉଛି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri