Posted inଜାତୀୟ

୧୨୫ ବର୍ଷ ଧରି ଏହି ଗାଁରେ ଅନୁଷ୍ଠିତ ହୋଇଆସୁଛି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ

ଭୋପାଳ,୭।୭: ମଧ୍ୟପ୍ରଦେଶ ଦମୋହ ଜିଲାରେ ଗତ ୧୨୫ ବର୍ଷ ଧରି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଆସୁଛି। ସ୍ଥାନୀୟ ବକାୟନ ଗାଁରେ ଏହି ଉତ୍ସବ ପ୍ରତିବର୍ଷ ଆୟୋଜିତ ହୋଇଥାଏ। ୨୦୦୪ ପର୍ଯ୍ୟନ୍ତ ଗତ ୧୧୦ ବର୍ଷ ଧରି ଗାଁର ମରାଠି ମାଫିଦାର ପରିବାର ଏହାର ଆୟୋଜନ କରୁଥିଲେ। ତେବେ ୨୦୦୫ଠାରୁ ଏହାକୁ ମଧ୍ୟପ୍ରଦେଶ ଆଲ୍ଲାଉଦ୍ଦିନ୍‌ ସଙ୍ଗୀତ ଏକାଡ଼େମୀ ପକ୍ଷରୁ ଆୟୋଜନ କରାଯାଉଛି। ଚଳିତ ବର୍ଷ ଜୁଲାଇ ୧୬-୧୭ ଦୁଇଦିନ ଧରି ଏଠାରେ ଶାସ୍ତ୍ରୀୟ ସଙ୍ଗୀତ ଉତ୍ସବ ପାଳିତ ହେବ। ପରମ୍ପରା ଅନୁସାରେ ଉତ୍ସବ ସମୟରେ ୪୮ ଘଣ୍ଟା ପର୍ଯ୍ୟନ୍ତ ଅନବରତ ସଙ୍ଗୀତ କାର୍ଯ୍ୟକ୍ରମ ଜାରି ରହିଥାଏ। ସୂଚନାଯୋଗ୍ୟ,ଏହି ଉତ୍ସବର ସଂସ୍ଥାପକଙ୍କ ତୃତୀୟ ପିଢ଼ିର ପରିବାର ସଦସ୍ୟ ବିଶ୍ୱନାଥ ମାଫିଦାର ୨୦୦୪ ପର୍ଯ୍ୟନ୍ତ ଏହି ସଙ୍ଗୀତ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

ଖୁସିରେ କହୁ କହୁ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଚାହିଁ ରହିଗଲେ ଶାହା-ନୀତିନ ନବୀନ

ନୂଆଦିଲ୍ଲୀ,୪।୫:ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବିସ୍ମୟକର ବିଜୟ ପରେ ଦିଲ୍ଲୀର ଦଳୀୟ ମୁଖ୍ୟାଳୟରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ମୋ ଝିଅକୁ ନ୍ୟାୟ ମିଳିଛି… ଆରଜି କର ପୀଡ଼ିତାଙ୍କ ମା’ଙ୍କ ବଡ଼ ମନ୍ତବ୍ୟ: ଆଗକୁ…

କୋଲକାତା,୪।୫: ଉତ୍ତର ୨୪ ପରଗଣାର ପାଣିହାଟି ବିଧାନସଭା ଆସନ ପଶ୍ଚିମବଙ୍ଗ ନିର୍ବାଚନ ୨୦୨୬ରେ ସବୁଠାରୁ ଅଧିକ ନଜର ରଖାଯାଇଥିବା ଆସନ ମଧ୍ୟରୁ ଗୋଟିଏ ଭାବରେ ଉଭା ହୋଇଛି।…

ଯେଉଁଠାରେ ଝାଲମୁଡ଼ି ଖାଇଥିଲେ ପ୍ରଧାନମନ୍ତ୍ରୀ ମୋଦି, ସେଇ ନିର୍ବାଚନମଣ୍ଡଳୀରେ କିଏ ମାରିଲା ବାଜି, ଜାଣନ୍ତୁ…

କୋଲକାତା,୪।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ରାଜନୈତିକ ବିଶ୍ଳେଷକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ଝାରଗ୍ରାମ ବିଧାନସଭା ନିର୍ବାଚନମଣ୍ଡଳୀ (ସିଟ ନମ୍ବର ୨୨୨) ସବୁଠାରୁ ଚର୍ଚ୍ଚିତ ନିର୍ବାଚନମଣ୍ଡଳୀ। ଭାଜପା…

ମୁଖ୍ୟ ସଚିବଙ୍କ ବଡ଼ ପଦକ୍ଷେପ: ପଶ୍ଚିମବଙ୍ଗରେ ଫାଇଲ ସ୍ଥାନାନ୍ତର ମନା

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଆସିଥିବା ବେଳେ ଭାଜପା ସନ୍ଧ୍ୟା ସୁଦ୍ଧା ୨୦୪ ଆସନରେ ଆଗୁଆ ଥିବାବେଳେ ଟିଏମ୍‌ସି ୮୩ ଆସନରେ ଆଗୁଆ ରହିଛି। ଏହି…

ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ…

ଫଳାଫଳ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: ବଙ୍ଗଳାର ଲୋକଙ୍କ ଆଗରେ ମୁଣ୍ଡ ନୁଆଁଇ କହିଲେ…

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଉଛି। ସକାଳ ୮ଟାରୁ ଗଣନା ଆରମ୍ଭ ହୋଇଛି। ଆଜି ସବୁଠାରୁ ବଡ଼ ପ୍ରଶ୍ନ ହେଉଛି କି ତୃଣମୂଳ କଂଗ୍ରେସ…

ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ବଡ଼ କଥା କହିଦେଲେ ରାଘବ ଚଢା: ଏହି ୩ ଜଣଙ୍କ ନାଁ ନେଇ କହିଲେ…

ନୂଆଦିଲ୍ଲୀ,୪।୫: ନିକଟରେ AAP ଛାଡି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢା ବିଧାନସଭା ନିର୍ବାଚନରେ ଭାଜପାକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri