କଟକ ଅଫିସ, ୮।୮: ଜିଏସ୍ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି ୮୪ ଲକ୍ଷ ଟଙ୍କା ଠକେଇ କରିଥିବା ଜଣାପଡ଼ିଛି। ରାଜ୍ୟ ଜିଏସ୍ଟି କମିଶନଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।
କଟକ ଅଫିସ, ୮।୮: ଜିଏସ୍ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି ୮୪ ଲକ୍ଷ ଟଙ୍କା ଠକେଇ କରିଥିବା ଜଣାପଡ଼ିଛି। ରାଜ୍ୟ ଜିଏସ୍ଟି କମିଶନଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…
ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…
ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…
ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ବଲିଉଡର ବରିଷ୍ଠ ସ୍କ୍ରିନ୍ରାଇଟର୍ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…
ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…
ଇସଲାମାବାଦ୍,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…