କଟକ ଅଫିସ, ୮।୮: ଜିଏସ୍ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି ୮୪ ଲକ୍ଷ ଟଙ୍କା ଠକେଇ କରିଥିବା ଜଣାପଡ଼ିଛି। ରାଜ୍ୟ ଜିଏସ୍ଟି କମିଶନଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ ଗୁରୁ ବୃହସ୍ପତି…
ଡବଲିନ,୨୯।୧୦: ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରି ସମସ୍ତଙ୍କୁ ଚକିତ କରିଛନ୍ତି ଆୟରଲାଣ୍ଡର ଲେଗ ସ୍ପିନର ବେନ ହ୍ବାଇଟ। ମାତ୍ର ୨୮ ବର୍ଷ ବୟସରେ ସେ ନିଜର…
ନୂଆଦିଲ୍ଲୀ, ୨୯।୧୦: ଉମା କାଶଭୀ ମହିଳା ପ୍ରିମିୟର ଲିଗ (WPL) ନିଲାମ ଇତିହାସରେ ବିକ୍ରି ହୋଇଥିବା ସବୁଠୁ କମ ବୟସ୍କ ଖେଳାଳି ହୋଇଛନ୍ତି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସ…
ନୂଆଦିଲ୍ଲୀ,୨୯।୧୦: ମହାକାଶ ବିଜ୍ଞାନୀମାନେ ପ୍ଲୁଟୋ ପଛରେ ଲୁଚି ରହିଥିବା ଏକ ବିଶାଳକାୟ ନୂତନ ବାମନ ଗ୍ରହର ସନ୍ଧାନ ପାଇଛନ୍ତି । ଚିଲିରେ ଅବସ୍ଥିତ ବିଶ୍ୱର ସବୁଠାରୁ ବଡ଼…
ଓ୍ବେଲିଂଟନ,୨୯।୧୦:ଭାରତ ବିପକ୍ଷ ଟି-୨୦ ସିରିଜ୍ରେ ଆହତ ସମସ୍ୟା ନ୍ୟୁଜିଲାଣ୍ଡ ଦଳର ଚିନ୍ତା ବଢ଼ାଇଛି। ପୂର୍ବରୁ ଆହତ ସମସ୍ୟାରେ ଗତି କରୁଥିବା କିୱି ଦଳକୁ ଆଉ ଏକ ଝଟକା…
ଆଜି କରୱା ଚୌଥ ଅବସରରେ ବୁଧ ଏବଂ ଶୁକ୍ର ଗ୍ରହ ତୁଳା ରାଶିରେ ରହିବା ଯୋଗୁଁ ଲକ୍ଷ୍ମୀ ନାରାୟଣ ଯୋଗ ସୃଷ୍ଟି ହେଉଛି। ତୁଳା ରାଶିରେ ସୂର୍ଯ୍ୟ,…
ଭୁବନେଶ୍ୱର, ୨୯।୧୦: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ…
ମୁମ୍ବାଇ,୨୯।୧୦: ଘରୋଇ କ୍ରିକେଟ୍ରେ ଚମକିଲେ ଯୁବ ଅଲରାଉଣ୍ଡର ମୁଶୀର ଖାନ। ରଣଜୀ ଟ୍ରଫି ୨୦୨୬-୨୭ରେ ହରିୟାଣା ବିପକ୍ଷରେ ବ୍ୟାଟ ଓ ବଲ୍ରେ ଚମତ୍କାର ପ୍ରଦର୍ଶନ କରି ସେ…