୧୨ ଘଣ୍ଟିଆ ଝାରସୁଗୁଡ଼ା ବନ୍ଦ

ଝାରସୁଗୁଡା ଅଫିସ/ଲଖନପୁର, ୩।୮(ଡି.ଏନ,ଏ): ଝାରସୁଗୁଡା ଜିଲା ପୁରୁଣା ସ୍ବାସ୍ଥ୍ୟକେନ୍ଦ୍ରକୁ ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦାବିରେ ଜୟ ଭୀମ ଘାସି ସମାଜ ପକ୍ଷରୁ ଶନିବାର ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ଘାସି ସମାଜ ଓ ବିଭିନ୍ନ ସଂଗଠନ ସଦସ୍ୟଙ୍କ ମିଳିତ ଉଦ୍ୟମରେ ସହରର ବିଭିନ୍ନ ସ୍କୁଲ, କଲେଜ, ଦୋକାନ ବଜାର ଓ ସରକାରୀ, ବେସରକାରୀ ଅନୁଷ୍ଠାନ ଆଦି ବନ୍ଦ ରହିଛି। ଆନ୍ଦୋଳନକାରୀମାନେ ବସଷ୍ଟାଣ୍ଡ, ରେଲଓ୍ବେ ଷ୍ଟେସନ ଛକ, ଧର୍ମଶାଳା ଛକ, ସୁନାରୀମୁଣ୍ଡା, ବେହେରାମାଲ ଆଦି ପ୍ରମୁଖ ସ୍ଥାନରେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ବନ୍ଦ ରହିଛି। ଫଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଅପରପକ୍ଷରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସହରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri