୧୨ ଘଣ୍ଟିଆ ଧୁଷୁରୀ ବନ୍ଦ

ଧାମନଗର, ୬।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ବଜାର ର ବରିଷ୍ଠ ନାଗରିକ ମଞ୍ଚ ଏବଂ ଧୁଷୁରୀ ଆଞ୍ଚଳିକ ଯୁବ ପରିଷଦ ତରଫରୁ ୬ ଦଫା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଜାରି ରହିଛି । ଯାତାୟାତ ସହିତ ବଜାର ଦୋକାନ ବନ୍ଦ ରହିଛି।