୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ ଚାନ୍ଦାହାଣ୍ଡି ବ୍ଲକକୁ ୧୨ ଘଣ୍ଟିଆ ସମ୍ପୂର୍ଣ୍ଣ ‘ଅଖ ଚକ ବନ୍ଦ’ ଡାକରା ଦିଆଯାଇଛି । ଉମରକୋଟକୁ ସବ୍-ଡିଭିଜନ ମାନ୍ୟତା, ଭୁ-ବନ୍ଦୋବସ୍ତ, ଉମରକୋଟରେ ମେଡିକାଲ କଲେଜ ପ୍ରତିଷ୍ଠା, ଧାନମଣ୍ଡି ସମସ୍ୟାର ସମାଧାନ ପାଇଁ ଓ ମକା ପ୍ରକ୍ରିୟାକରଣ ୟୁନିଟ୍ ବସାଇବା ଆଦି ଦାବୀ ନେଇ ସଂଗ୍ରାମ ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦେଇଛି । ନବରଙ୍ଗପୁର ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳୀରେ ଦେଖିବାକୁ ମିଳିଛି ବନ୍ଦର ବ୍ୟାପକ ପ୍ରଭାବ ।

୧୯୫୬ ମସିହା ପରଠାରୁ ଉମରକୋଟ ଅଞ୍ଚଳରେ ଭୁ-ବନ୍ଦୋବସ୍ତ ବା ସେଟେଲମେଣ୍ଟ ହୋଇନାହିଁ । ଫଳରେ ସ୍ୱାଧୀନତାର ୭ ଦଶନ୍ଧି ପରେ ବି ଲୋକେ ନିଜ ଜମିର ପଟା ପାଇବାରୁ ବଞ୍ଚିତ ହେଉଛନ୍ତି । ଏହା ସହିତ ଉମରକୋଟକୁ ସବ୍-ଡିଭିଜନ ମାନ୍ୟତା ମିଳିଥିଲେ ମଧ୍ୟ ଆବଶ୍ୟକ ସରକାରୀ ଅଧିକାରୀ ନିଯୁକ୍ତି ହୋଇନାହିଁ ଏବଂ
ମକା ଚାଷୀଙ୍କ ପାଇଁ ‘ମକା ପ୍ରକ୍ରିୟାକରଣ ୟୁନିଟ୍’ ସ୍ଥାପନ ସହ ଧାନ ମଣ୍ଡି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri