Posted inଜାତୀୟ

୧୨ ସର୍ଚ୍ଚ ଅପରେଶନ୍‌ରେ ୨୫ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି: ଡିଜିପି ଦିଲ୍‌ବାଗ୍‌ ସିଂ

ଶ୍ରୀନଗର,୨୨।୨: ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ଜମ୍ମୁ-କଶ୍ମୀରରେ ହୋଇଥିବା ୧୨ଟି ସଫଳ ସର୍ଚ୍ଚ ଅପରେଶନରେ ୨୫ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏନେଇ ଜମ୍ମୁ-କଶ୍ମୀର ଡିଜିପି ଦିଲ୍‌ବାଗ୍‌ ସିଂ ଶନିବାର ସୂଚନା ଦେଇଛନ୍ତି। ଶୁକ୍ରବାର ବିଳମ୍ବିିତ ରାତିରେ ୨ ଜଣ ଆତଙ୍କବାଦୀଙ୍କର ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ମୃତ୍ୟୁ ଘଟିବା ପରେ ଅନୁଷ୍ଠିତ ହୋଇଥିବା ଗଣମାଧ୍ୟମ ସମ୍ମିଳନୀରେ ସେ ଏଭଳି ସୂଚନା ଦେଇଛନ୍ତିି। ବର୍ତ୍ତମାନ ଜମ୍ମୁ-କାଶ୍ମୀରରେ ପ୍ରାୟ ୯ଜଣ ଆତଙ୍କାବାଦୀ ସକ୍ରିୟ ଥିବାବେଳେ ସେମାନଙ୍କ ମଧ୍ୟରୁ ୩-୪ଜଣଙ୍କୁ ଜମ୍ମୁରୁ ଗିରଫ କରାଯାଇଛି। ସେହିପରି ୪୦ ଜଣ ଗ୍ରାଉଣ୍ଡ-ଓ୍ବାକରଙ୍କୁ ଇତିମଧ୍ୟରେ ଗିରଫ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri