Posted inଜାତୀୟ

୧୩ରେ ବିରୋଧୀଙ୍କ ମିଳିତ ରଣନୀତି

ନୂଆଦିଲ୍ଲୀ,୮ା୧(ପି.ଟି.): କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳର ନେତାମାନେ ଆଗାମୀ ୧୩ରେ ଦିଲ୍ଲୀରେ ଏକାଠି ହୋଇ ଜେଏନ୍‌ୟୁ ସ୍ଥିତି ଓ ସିଏଏ ବିରୋଧୀ ହିଂସାକାଣ୍ଡ ସମ୍ପର୍କରେ ଆଲୋଚନା କରିବେ। ବୈଠକରେ ଏନେଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବୈଠକରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀ, ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌, ବାମପନ୍ଥୀ ଓ ଆଞ୍ଚଳିକ ଦଳର ନେତାମାନେ ଯୋଗଦେବେ। ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ପକ୍ଷରୁ ବରିଷ୍ଠ ନେତାମାନଙ୍କର ବୈଠକ ଏନେଇ ସୋମବାରକୁ ଡ଼କାଯାଇଛି। ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଦେଖାଦେଇଥିବା ହିଂସା ସମ୍ପର୍କରେ ଏଥିରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଗୁଲାମ୍‌ ନବୀ ଆଜାଦଙ୍କ ନେତୃତ୍ୱରେ କଂଗ୍ରେସର ପ୍ରାରମ୍ଭିକ ବୈଠକ ଶେଷ ହୋଇଥିବାବେଳେ ଯୁବ ଓ ଛାତ୍ର ନେତାଙ୍କ ସମର୍ଥନ ଲାଗି ବିରୋଧୀ ଦଳଗୁଡ଼ିକ ସଜବାଜ ହେଉଥିବା ଏଥିରୁ ସହଜେ ଅନୁମେୟ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଭାଜପା ବିରୋଧୀ ହାଓ୍ବାକୁ ବଳଦେବା ଲାଗି ଜୋର୍‌ଦାର ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri