ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଗଞ୍ଜେଇ ଗଛ ଲଗା ଯାଇଥିବା ଜାଣିବା ପରେ ଭୃଙ୍ଗିଯୋଡି ପଞ୍ଚାୟତ ମହୁଲିଙ୍ଗିଆ, ଦଡିଲାଇ, କାରୁକାଜା, ଗାଜୁର ଘାଟି ଅଞ୍ଚଳରେ ଚଢ଼ାଉ କରାଯାଇ ବେଆଇନ ଗଞ୍ଜେଇ ଗଛକୁ କାଟି ନଷ୍ଟ କରା ଯାଇଥିଲା। ଏହି ଅଭିଯାନରେ ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ତହସିଲଦାର ପୁନମ ରାଉତ, ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ, ଅବକାରୀ ଇନ୍ସପେକ୍ଟର ଦେବୀ ମିଶ୍ର ପ୍ରମୁଖ ଏହି ଗଞ୍ଜେଇ କଟା ଅଭିଯାନରେ ସାମିଲ ଥିଲେ।
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…
ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…
ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର
ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…
ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…
ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …
ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର
ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…
F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ
ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…
ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା
ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…
IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!
ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…
Archives

