ଫିରିଙ୍ଗିଆ,୧୬ା୧୧: ଫିରିଙ୍ଗିଆ ଥାନା ଅଞ୍ଚଳରେ ଶନିବାର ୧୩୦ ଏକର ଜମିରେ ହୋଇଥିବା ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି। ଯାହାର ଆନୁମାନିକ ମୁଲ୍ୟ ୧୩୦ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଗଞ୍ଜେଇ ଗଛ ଲଗା ଯାଇଥିବା ଜାଣିବା ପରେ ଭୃଙ୍ଗିଯୋଡି ପଞ୍ଚାୟତ ମହୁଲିଙ୍ଗିଆ, ଦଡିଲାଇ, କାରୁକାଜା, ଗାଜୁର ଘାଟି ଅଞ୍ଚଳରେ ଚଢ଼ାଉ କରାଯାଇ ବେଆଇନ ଗଞ୍ଜେଇ ଗଛକୁ କାଟି ନଷ୍ଟ କରା ଯାଇଥିଲା। ଏହି ଅଭିଯାନରେ ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ତହସିଲଦାର ପୁନମ ରାଉତ, ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ, ଅବକାରୀ ଇନ୍ସପେକ୍ଟର ଦେବୀ ମିଶ୍ର ପ୍ରମୁଖ ଏହି ଗଞ୍ଜେଇ କଟା ଅଭିଯାନରେ ସାମିଲ ଥିଲେ।
ଏଚ୍ଆଇଭି ବିରୋଧରେ ବୈଜ୍ଞାନିକଙ୍କ ବଡ଼ ସଫଳତା! ମାଙ୍କଡ଼ ଉପରେ ଚମକପ୍ରଦ ପରୀକ୍ଷା
ଓ୍ବାଂଶିଟନ୍, ୨୮।୧୦: ଏଡ୍ସ (ଏଚ୍ଆଇଭି) ସୃଷ୍ଟିକାରୀ ଭୂତାଣୁ ଶରୀରରେ ଲୁଚି ରହିବାର କ୍ଷମତା ରଖିଥାଏ। ଔଷଧ ଖାଇବା ବନ୍ଦ କରିଦେଲେ ଏହି ଲୁକ୍କାୟିତ ଭୂତାଣୁ ପୁନର୍ବାର ସକ୍ରିୟ…
ନିୟମରେ ବଡ଼ ପରିବର୍ତ୍ତନ! ମାତ୍ର ୧୫୦୦ ଟଙ୍କାରେ ମିଳିବ ବାର୍ଷିକ FASTag ପାସ୍, ଜାଣଣନ୍ତୁ କିପରି
ନୂଆଦିଲ୍ଲୀ,୨୮।୧୦(ପି.ଟି.): ଜାତୀୟ ରାଜପଥ (ଏନ୍ଏଚ୍) ଟୋଲ୍ ପ୍ଲାଜାର ୨୦ କିଲୋମିଟର ପରିସର ମଧ୍ୟରେ ବସବାସ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଆସନ୍ତା ନଭେମ୍ବର ୧ରୁ ନୂଆ ବାର୍ଷିକ ରିହାତି…
ଅଭିଷେକଙ୍କ ‘ଝଡ଼’ ଦେଖି କଡ଼ା ବାର୍ତ୍ତା ଦେଲେ ଗୌତମ ଗମ୍ଭୀର: ମାତ୍ର ୨ଟି ଶବ୍ଦରେ କହିଲେ…
ନୂଆଦିଲ୍ଲୀ,୨୯।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଭାରତ ୬ ଉଇକେଟ୍ର ଦମଦାର ବିଜୟ ହାସଲ କରିଛି। ଏହି ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ରେ…
ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…
ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ ।…
୧୯ ବଲ୍ରେ ୪୫ ରନ୍ ସତ୍ତ୍ୱେ ବୈଭବଙ୍କୁ ମିଳିବନି ସୁଯୋଗ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଦମ୍ଦାର ପ୍ରଦର୍ଶନ କରିଛି । ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ…
ବାଇଗଣର ଅଭାବୀ ବିକ୍ରି, ଚିନ୍ତାରେ ଚାଷୀ: କିଲୋ ପ୍ରତି ବିକ୍ରି ହେଉଛି…
ବରଗଡ଼,୨୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷ, ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଏଠାରେ କେବଳ ଧାନ ନୁହେଁ, ଅଣଧାନ ଫସଲରେ ମଧ୍ୟ ଚାଷୀମାନଙ୍କୁ ଅଭାବୀ ବିକ୍ରିର ସମ୍ମୁଖୀନ ହେବାକୁ…
ଅଭିଷେକ-ବୈଭବଙ୍କୁ ଦେଖି ଶ୍ରେୟସ ଆୟରଙ୍କ ମୁଣ୍ଡ ଘୂରିଲା: କହୁ କହୁ କହିଦେଲେ…
ୱେଲିଂଟନ,୨୮।୧୦: ଭାରତୀୟ ଯୁବ ବ୍ୟାଟର୍ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଚକିତ ହୋଇଯାଇଛନ୍ତି ଶ୍ରେୟସ ଆୟର। ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦…
ପ୍ରବଳ ବର୍ଷା-ପବନ ସମ୍ଭାବନା: ରେଡ୍ ଓ୍ବାର୍ନିଂରେ ଓଡ଼ିଶାର ୭ ଜିଲା
ଭୁବନେଶ୍ୱର,୨୮ା୧୦(ବନ୍ଦନା ସେଠୀ/ପିଟି):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅର୍ଣ୍ଣବ’ ଅତି ଭୀଷଣ ରୂପ ନେବା ପରେ ମଙ୍ଗଳବାର ରାତି ପ୍ରାୟ ୧୨ଟାରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ନିକଟ ଦକ୍ଷିଣ ୟାନମ…

