୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର, ୨୭।୫(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣପୁରରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ କରାଯାଇଛି l ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବି. ସନ୍ତୋଷ କୁମାର ଏବଂ ଶେଷଦେବ ମାଝି। ସନ୍ତୋଷଙ୍କ ନିକଟରୁ ୪ ଲକ୍ଷ ୫୦ ହାଜର ଏବଂ ଶେଷଦେବଙ୍କ ନିକଟରୁ ୮ ଲକ୍ଷ ୫୦ ହଜାର ଟଙ୍କାର ଗୁଟଖା ଜବତ କରାଯାଇଛି l ଅଭିଯୁକ୍ତ ଦ୍ୱୟଙ୍କୁ ବୁଧବାର କୋର୍ଟଚାଲାଣ କରାଯିବ ବୋଲି ଏସ୍‌ଡିପିଓ ରାଜ କିଶୋର ଦାସ ଏବଂ ଆଇଆଇସି ରଶ୍ମିରଞ୍ଜନ ପ୍ରଧାନ ଖବରଦାତା ସମମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri