Posted inଜାତୀୟ

୧୪ବର୍ଷ ଜେଲ୍‌ଦଣ୍ଡ ଭୋଗୀ ମୃତ୍ୟୁର ୫ ବର୍ଷ ପରେ ଦେଶଦ୍ରୋହ ଅଭିଯୋଗରୁ ମୁକ୍ତ ହେଲେ ଅଭିଯୁକ୍ତ

କୋଲକତା,୨୨।୬: କୁହାଯାଏ ବିଳମ୍ବରେ ମିଳୁଥିବା ନ୍ୟାୟ ପ୍ରକୃତ ନ୍ୟାୟ ନୁହେଁ। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗରେ। ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡ ଭୋଗୁଥିବା ୩ ଜଣ ଅଭିଯୁକ୍ତଙ୍କୁ କୋଲକତା ହାଇକୋର୍ଟ ମୁକ୍ତ କରିଛନ୍ତି। ସେମାନଙ୍କୁ ୨୦୦୫ରେ ଏକ ନିମ୍ନ ଅଦାଲତ ଦେଶଦ୍ରୋହ ଅପରାଧରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଇତିମଧ୍ୟରେ ଜଣେ ଅଭିଯୁକ୍ତ ସୁଶୀଲ ରାୟଙ୍କର ଗତ ୫ ବର୍ଷ ତଳେ ୨୦୧୪ରେ ମୃତ୍ୟୁ ହୋଇସାରିଛି। ନିମ୍ନ ଅଦାଲତଙ୍କ ରାୟକୁ ୨୦୦୬ରେ କୋଲକତା ହାଇକୋର୍ଟରେ ଚ୍ୟାଲେଞ୍ଜ୍‌ କରାଯାଇଥିଲା। ତେବେ ଅନ୍ୟ ଦୁଇ ଅଭିଯୁକ୍ତ ପତିତପାବନ ହାଲଦାର୍‌ ଏବଂ ସନ୍ତୋଷ ଦେବନାଥଙ୍କୁ ବିଚାରପତି ସଞ୍ଜିବ୍‌ ବାନାର୍ଜୀ ଏବଂ ଶୁଭ୍ରା ଘୋଷ ମୁକ୍ତ କରିବା ପାଇଁ ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri