Posted inଜାତୀୟ

୧୪୪ ଆସନ ନ ମିଳିଲେ ଭାଜପା ସହ ମେଣ୍ଟ କରିବନି ଶିବସେନା

ମୁମ୍ବାଇ,୧୯।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି। ଏମିତିକି ପ୍ରାୟ ସବୁ ଦଳ ଆସନ ବାଣ୍ଟିବା କାମ ସାରିଲେଣି କହିଲେ ଚଳେ। କିନ୍ତୁ ଏପର୍ଯ୍ୟନ୍ତ ଭାଜପା ଓ ଶିବସେନା ମଧ୍ୟରେ ଆସନ ବଣ୍ଟା ଝିଣ୍ଡି ପାରୁ ନାହିଁ। ଗୋଟିଏ ପଟେ ଭାଜପା ଭୋଟ ବଢାଇବାର ଯୁକ୍ତି ବାଢୁଥିବା ବେଳେ ଅନ୍ୟପଟେ ଶିବସେନା କଂଗ୍ରେସ ଓ ଏନ୍‌ସିପି ନେତାଙ୍କୁ ଭାଜପାରେ ସାମିଲ କରିବାକୁ ପ୍ରୟାସ ଜାରି ରଖିଛି। ତେବେ ମହାରାଷ୍ଟ୍ର ବିଧାନସଭାର ୨୮୮ ଆସନ ମଧ୍ୟରୁ ଶିବସେନା ୧୪୪ ଆସନରେ ଲଢିବାକୁ ଚାହୁଁଥିବା ବେଳେ ଭାଜପା ମଧ୍ୟ ସେତିକିରେ ଲଢୁ ବୋଲି ସେ କହୁଛି। ଅନ୍ୟ ଭାଜପା ସହଯୋଗୀଙ୍କୁ ୧୮ ଆସନ ଦିଆଯାଉ ବୋଲି ଶିବାସନା ମତ ଦେଇଛି। ହେଲେ ଭାଜପା ଏଥିରେ ଅରାଜି ହେଉଥିବାରୁ ଶିବସେନା କହିଛି ଯଦି ତାକୁ ୧୪୪ ଆସନ ନ ମିଳେ ତେବେ ସେ ଭାଜପା ସହ ମେଣ୍ଟ କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri