Posted inଖେଳ

୧୪ ଓଭରରେ ୧୨ରନ୍‌ କରିପାରିଲା ନାହିଁ ଏହି ଟିମ୍‌: ୧୬ଟି ବଲ୍‌ରେ ଅଲ୍‌ଆଉଟ୍‌

ସିଡନୀ,୨୪।୯:କ୍ରିକେଟ୍‌ ଏକ ଅନିଶ୍ଚିତତାର ଖେଳ ବୋଲି କୁହାଯାଏ। ଏହାର ଏକ ଉଦାହରଣ ଅଷ୍ଟ୍ରେଲିଆରେ ଚାଲିଥିବା ମାର୍ଶ କପ୍‌ରେ ଦେଖିବାକୁ ମିଳିଛି। ପର୍ଥରେ ଖେଳା ଯାଉଥିବା ମାର୍ଶ କପ୍‌ର ତୃତୀୟ ମ୍ୟାଚ୍‌ ଭିକ୍ଟୋରିଆ ଏବଂ ତାସ୍‌ମାନିଆ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭିକ୍ଟୋରିଆ ପ୍ରଥମ ବ୍ୟାଟିଂ କରି ୪୭.୫ ଓଭରରେ ୧୮୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହାର ଜବାବରେ ତାସ୍‌ମାନିଆ ୪ ଉକେଟ୍‌ରେ ୧୭୨ ରନ୍‌ କରିଥିଲା। ଦଳକୁ ବିଜୟ ପାଇଁ ୧୪ ରନ୍‌ ଆବଶ୍ୟକ ଥିବାବେଳେ ୧୨ ଓଭର ବାକି ଥିଲା। ହାତରେ ୬ଟି ଉଇକେଟ୍‌ ମଧ୍ୟ ଥିଲା। ଏହି ସମୟରେ ତାସ୍‌ମାନିଆ ଦଳ ମାତ୍ର ୧୬ଟି ବଲ୍‌ରେ ୬ଟି ଉଇକେଟ୍‌ ହରାଇଥିଲା। ମାତ୍ର ୧ ରନ୍‌ରେ ଦଳକୁ ପରାସ୍ତ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ନୋଏଡାରେ ବଡ଼ ଦୁର୍ଘଟଣା: ଏସି ଫାଟିବାରୁ ଲାଗିଲା ନିଆଁ

ନୋଏଡା,୨୯।୬: ସୋମବାର ନୋଏଡାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସେକ୍ଟର ୧୧୯ ସ୍ଥିତ ଅରଣ୍ୟ ସୋସାଇଟିର ୨୨ତମ ମହଲାରେ ଥିବା ଏକ ଫ୍ଲାଟରେ ଏକ ଭୟଙ୍କର…

‘ମୁଁ ମୃତ୍ୟୁକୁ ଭୟ କରେ ନାହିଁ; ମୁଁ ଏହି ବର୍ଷ ଫେରିବି’ – ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବୟାନକୁ ନେଇ ବାଂଲାଦେଶ ରାଜନୀତିରେ ହଇଚଇ

ଢାକା,୨୯।୬: ୨୦୨୪ ମସିହାରେ କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ଭାରତରେ ରହୁଥିବା ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଏହି…

ଜର୍ମାନୀ ଜଙ୍ଗଲରେ ଲାଗିଲା ନିଆଁ, ତାପମାତ୍ରା ସର୍ବକାଳୀନ ରେକର୍ଡ

ବର୍ଲିନ,୨୯ା୬(ଏପି): ସମଗ୍ର ୟୁରୋପ ମହାଦେଶ ବର୍ତ୍ତମାନ ଭୟଙ୍କର ଗ୍ରୀଷ୍ମ ପ୍ରବାହ ମଧ୍ୟରେ ସନ୍ତୁଳିତ ହେଉଛି। ପ୍ରବଳ ଗରମ ଯୋଗୁ ଗତ ବୁଧବାର, ଗୁରୁବାର, ଶୁକ୍ରବାର କେବଳ ଫ୍ରାନ୍ସରେ…

ଆଜି ୭ ଜିଲାରେ ଝଡ଼ବର୍ଷା, ସତର୍କତା ଜାରି କରି ପାଣିପାଗ ବିଶେଷଜ୍ଞ କହିଲେ ଜୁନ୍‌ ୩୦ ବେଳକୁ…

ଭୁବନେଶ୍ୱର,୨୯ା୬(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ହେଉଛି। ତେବେ ଜୁନ୍‌ ୩୦ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି…

ଆମେରିକା-ଇରାନ ଆଲୋଚନା ପୁଣିଥରେ ଟ୍ରାକରେ; ଶୀଘ୍ର ଖୋଲିବ ହର୍ମୁଜ ପ୍ରଣାଳୀ; କାତାରରେ ଉଭୟ ରାଷ୍ଟ୍ର ଏଥିରେ ସହମତ

ତେହରାନ,୨୯।୬: ଆମେରିକା ଏବଂ ଇରାନ ଆଲୋଚନା ପଥରେ ଫେରିଛନ୍ତି। ଏକ ଶାନ୍ତି ଚୁକ୍ତିନାମା ପରେ, ଦୁଇ ରାଷ୍ଟ୍ର ପରସ୍ପର ଉପରେ ଆକ୍ରମଣ ଆରମ୍ଭ କରିଥିଲେ; ତଥାପି, କାତାରରେ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

ବାମପନ୍ଥୀରୁ ଦକ୍ଷିଣପନ୍ଥୀ ଆଡ଼କୁ

ଭାରତବର୍ଷରେ ବାମପନ୍ଥୀ ଆନ୍ଦୋଳନ କ୍ରମେ ଦୁର୍ବଳ ହେବାପରି ମନେ ହେଉଛି। ନିକଟରେ ଅନୁଷ୍ଠିତ ୫ ରାଜ୍ୟରେ ବିଧାନସଭା ନିର୍ବାଚନରୁ ଏହା ଜଣାପଡ଼ିଛି। କେରଳ ଥିଲା ଶେଷ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri