୧୪ ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୬ ପୁରୁଷ, ୫ ମହିଳା, ଜଣେ ନାବାଳକ, ୨ ଶିଶୁ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲା କଟିକଟା ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୪ ନୂଆ ଅକ୍ରାନ୍ତଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୪ ଆକ୍ରାନ୍ତଙ୍କ ମଧ୍ୟରେ ୬ ପୁରୁଷ, ୫ ମହିଳା, ଜଣେ ନାବାଳ, ୨ ଶିଶୁ ରହିଛନ୍ତି। ପୁରୁଷଙ୍କ ବୟସ ଯଥାକ୍ରମେ ୨୯, ୩୮, ୩୫, ୨୯, ୩୪ ଓ ୬୨। ମହିଳାଙ୍କ ବୟସ ଯଥାକ୍ରମେ ୪୦, ୨୦, ୮୫, ୩୬ ଓ ୫୨। ୨ ଶିଶୁଙ୍କ ମଧ୍ୟରୁ ଜଣେ ୩ ବର୍ଷର ଝିଅ ଓ ଜଣେ ୩ ବର୍ଷର ପୁଅ ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ନାବାଳକ ମଧ୍ୟ ରହିଥିବା ସୂଚନା ମିଳିଛି। ତେବେ ଏହାକୁ ମିଶାଇ ଗୁରୁବାର ସନ୍ଧ୍ୟା ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?