Posted inଜାତୀୟ

୧୪ ବର୍ଷ ପରେ ଆସିଲା ଅଯୋଧ୍ୟା ଆତଙ୍କବାଦୀ ଆକ୍ରମଣର ରାୟ: ୪ଜଣଙ୍କୁ ଆଜୀବନ କାରାଦଣ୍ଡ, ଜଣେ ନିର୍ଦ୍ଦୋଷ

ପ୍ରୟାଗରାଜ,୧୮।୬: ଆଯୋଧ୍ୟାର ରାମ ଜନ୍ମଭୂମି ପରିସରରେ ୨୦୦୫ ଜୁଲାଇ ୫ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଶୁଣାଣି ହୋଇଛି। ମଙ୍ଗଳବାର ପ୍ରୟାଗରାଜର ସ୍ବତନ୍ତ୍ର କୋର୍ଟ ଏହି ମାମଲାର ଶୁଣାଣି କରି ୪ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିବା ବେଳେ ଜଣଙ୍କୁ ଦୋଷମୁକ୍ତ କରିଛନ୍ତି। ଏଥିସହ ସେମାନଙ୍କ ଉପରେ ୪୦ହଜାର ଟଙ୍କାର ଜରିମାନା ମଧ୍ୟ ଲଗାଇଛନ୍ତି କୋର୍ଟ। ଏହି ଅଭିଯୁକ୍ତଙ୍କ ଉପରେ ଆକ୍ରମଣର ଷଡଯନ୍ତ୍ର ରଚିଥିବା ଅଭିଯୋଗ ହୋଇଛି। ବହୁ ସମୟ ଧରି ଏମାନେ ନୈନୀ ଜେଲ୍‌ରେ ବନ୍ଦୀ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri