Posted inଖେଳ

୧୪ ଭାରତୀୟ ଖେଳାଳିଙ୍କୁ କୋଚିଂ ଦେବେ କ୍ରାମ୍‌ନିକ୍‌

ଚେନ୍ନାଇ, ୩୦ା୧୨ (ପି.ଟି.): ବିଶ୍ୱର ଦ୍ୱିତୀୟ ସର୍ବକନିଷ୍ଠ ଗ୍ରାଣ୍ଡମାଷ୍ଟର ଡି. ଗୁକେଶ ଏବଂ ଆର. ପ୍ରଗ୍ନାନନ୍ଧାଙ୍କ ସମେତ ୧୪ଜଣ ଯୁବ ଭାରତୀୟ ଚେସ୍‌ ଖେଳାଳିଙ୍କୁ କୋଚିଂ ଦେବେ ପୂର୍ବତନ ବିଶ୍ୱଚାମ୍ପିୟନ ଭ୍ଲାଡିମିର କ୍ରାମ୍‌ନିକ। ଏଥିଲାଗି ଚେନ୍ନାଇରେ ଜାନୁୟାରୀ ୮ରୁ ଏକ ୧୦ ଦିନିଆ କ୍ୟାମ୍ପର ଆୟୋଜନ କରାଯାଇଛି। ମାଇକ୍ରୋସେନ୍ସ ପକ୍ଷରୁ ଏଭଳି କ୍ୟାମ୍ପ ଦ୍ୱିତୀୟ ଥର ପାଇଁ ଆୟୋଜନ କରାଯାଇଛି। ପୂର୍ବତନ ବିଶ୍ୱ ଟାଇଟଲ ଚ୍ୟାଲେଞ୍ଜର ବୋରିସ୍‌ ଗେଲ୍‌ଫାଣ୍ଡ ମଧ୍ୟ ଏହି କ୍ୟାମ୍ପରେ ଭାରତୀୟ ଖେଳାଳିଙ୍କୁ ଟ୍ରେନିଂ ଦେବେ। କ୍ରାମନିକ ଅଗଷ୍ଟରେ ଫ୍ରାନ୍ସରେ ଏକ କ୍ୟାମ୍ପ ପରିଚାଳନା କରିଥିଲେ। ଏଥିରେ ସେ ୮ଜଣ ଖେଳାଳିଙ୍କୁ ତାଲିମ ଦେଇଥିଲେ। ଚେନ୍ନାଇରେ ଆୟୋଜିତ ରେସିଡେନ୍‌ସିଆଲ କ୍ୟାମ୍ପରେ ୮ଜଣ ଗ୍ରାଣ୍ଡମାଷ୍ଟର ଅଂଶଗ୍ରହଣ କରିବେ। ଅବଶିଷ୍ଟ ସମସ୍ତେ ହେଉଛନ୍ତି ଇଣ୍ଟରନ୍ୟାଶନାଲ ମାଷ୍ଟର। ଏଥିରେ ଦୁଇ ଜଣ ବାଳିକା ଖେଳାଳି ମଧ୍ୟ ରହିଛନ୍ତି। ଭାରତୀୟ ଖେଳାଳିଙ୍କୁ ପୁଣି ତାଲିମ ଦେବାର ସୁଯୋଗ ପାଇଥିବାରୁ ମୁଁ ଖୁସି ବୋଲି କ୍ରାମ୍‌ନିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri