୧୪ ହଜାର ୪ ଶହ ଜରିମାନା ଦେଲେ ଆଇନ ଉଲ୍ଲଂଘନକାରୀ

ବନ୍ତ,୧୭।୪(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ ବେଳେ ଗୁରବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ଅଧୀନରେ ୯ ଜଣ ଆଇନ ଉଲ୍ଲଂଘନକାରୀଙ୍କ ଠାରୁ ୧୪ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ବନ୍ତ ଥାନା ଅଞ୍ଚଳରେ ୨ ଜଣ ମାକ୍ସ ବ୍ୟବହାର କରି ନ ଥିବାରୁ ୪ ଶହ ଜରିମାନା ଦେଇଛନ୍ତି। ସେହିଭଳି କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ୭ ଜଣ ବାଇକ୍‌ ଚାଳକ ୧୪ ହଜାର ଜରିମାନା ଦେଇଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri