Posted inଜାତୀୟ

୧୫ବର୍ଷ ପୁରୁଣା ମାମଲାର ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଅବଦୁଲା ଆଜାମ ଖାନ

ଲକ୍ଷ୍ନୋ, ୨୦।୪: ସମାଜବାଦୀ ପାର୍ଟିର ନେତା ଅବଦୁଲ୍ଲା ଆଜାମ ଖାନ ତାଙ୍କର ଏକ ମାମଲାର ଶୁଣାଣି ଲାଗି ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ତାଙ୍କ ତରଫରୁ ଦାଖଲ ହୋଇଥିବା ମାମଲାର ଶୁଣାଣି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ରାଜି ହୋଇଛନ୍ତି। ତେବେ ମାମଲାର ଶୁଣାଣି ଗୁରୁବାର ହେବାକୁ ଯାଉଛି। ସେ ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। କାରଣ ହାଇକୋର୍ଟ ଅବଦୁଲ୍ଲାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

ସୂଚନାଯୋଗ୍ୟ, ଅବଦୁଲ୍ଲା ଉତ୍ତରପ୍ରଦେଶର ରାମପୁର ଜିଲାର ସୁଅର ନିର୍ବାଚନମଣ୍ଡଳୀର ବିଧାୟକ ଅଟନ୍ତି। ୧୫ବର୍ଷ ପୁରୁଣା ମାମଲାରେ ହାଇକୋର୍ଟ ଅବଦୁଲା ଖାନ ଓ ତାଙ୍କ ବାପା ସପାର ମହାସଚିବ ଆଜାମ ଖାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। କୋର୍ଟ ତାଙ୍କୁ ୨ବର୍ଷ କାରାଦଣ୍ଡରେ ଦଣ୍ଡିତ କରିିବା ସହ ୩ହଜାର ଟଙ୍କା ଜରିମାନା ଓ ତାଙ୍କର ବିଧାୟକ ପଦକୁ ରଦ୍ଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri