୧୫,୩୪୦ କୋଟି ଟଙ୍କାର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ,୨୧।୫-ଚଳିତ ଆର୍ଥତ୍କ ବର୍ଷ ବର୍ତ୍ତମାନ ସୁଦ୍ଧା କେନ୍ଦ୍ର ସରକାର ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ୧୫,୩୪୦ କୋଟି ଟଙ୍କାର ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣ ପ୍ରଦାନ କରିଛନ୍ତି। ଲକ୍‌ଡାଉନ ଯୋଗୁ ଜିଏସ୍‌ଟି ରାଜସ୍ବ ସଂଗ୍ରହ ଉନ୍ନତ ହୋଇ ନ ଥିବା ସତ୍ତ୍ୱେ ମଧ୍ୟ ରାଜ୍ୟଗୁଡିକୁ କ୍ଷତିପୂରଣ ଜାରି କରାଯାଇଛି ବୋଲି ସରକାର କହିଛନ୍ତି। ୨୦୧୯-୨୦ ଆର୍ଥତ୍କ ବର୍ଷରେ କେନ୍ଦ୍ର ସରକାର ୧.୨୦ ଲକ୍ଷ କୋଟି ଟଙ୍କାର କ୍ଷତିପୂରଣ ଏହି ବାବଦରେ ପ୍ରଦାନ କରିଛନ୍ତି। ସେହିଭଳି ୨୦୧୮-୧୯ରେ ୬୯,୨୭୫ କୋଟି ଏବଂ ୨୦୧୭-୧୮ରେ ୪୧,୧୪୬ କୋଟି ଟଙ୍କା ସରକାର ଏହି ବାବଦକୁ ପ୍ରଦାନ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri