୧୫ ଅଗଷ୍ଟ, ୨୬ ଜାନୁୟାରୀରେ ପତାକା ଉତ୍ତୋଳନରେ କ’ଣ ରହିଛି ପାର୍ଥକ୍ୟ

ସାଧାରଣତଃ ୧୫ ଅଗଷ୍ଟ ଓ ୨୬ ଜାନୁୟାରୀରେ ଭାରତର ଜାତୀୟ ପତାକାକୁ ସାରା ଦେଶରେ ଉତ୍ତୋଳନ କରାଯାଇଥାଏ। ହେଲେ ଏହି ୨ଦିନ ଭିନ୍ନ ଭିନ୍ନ ଭାବେ ପତାକା ଉତ୍ତୋଳନ କରାଯାଇଥାଏ। ଏବେ ପାଖେଇ ଆସିଲାଣି ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସ। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଗଲାଣି। ତେବେ ଏମିତି ପାର୍ଥକ୍ୟ ସମ୍ପର୍କରେ ରହିଥିବା କିଛି ତଥ୍ୟ ଜାଣିନେବା।
୨୬ ଜାନୁୟାରୀରେ ଉଡାଯାଉଥିବା ପତାକାକୁ ପୂର୍ବରୁ ଉପରେ ରଖାଯାଇଥାଏ। ଖାଲି ଏଥିରେ ଲାଗିଥିବା ରସିକୁ ଟାଣି ଏହାକୁ ଉଡାଇ ଦିଆଯାଏ। ହେଲେ ୧୫ ଅଗଷ୍ଟରେ ଉଡିବାକୁ ଥିବା ପତାକା ଖମ୍ବର ତଳ ଭାଗରେ ଥିବାରୁ ଏହାକୁ ଲାଗିଥିବା ରଶିଦ୍ୱାରା ଟାଣି ଉପରକୁ ନିଆଯିବା ସହ ପରେ ଏହାର ଫାଶକୁ ଖୋଲାଯାଇଥାଏ।
୧୫ ଅଗଷ୍ଟରେ ପ୍ରଧାନମନ୍ତ୍ରୀ ପତାକା ଉତ୍ତୋଳନ କରୁଥିବା ବେଳେ ୨୬ ଜାନୁୟାରୀରେ ରାଷ୍ଟ୍ରପତି ପତାକା ଉତ୍ତୋଳନ କରିଥାଆନ୍ତି। କାରଣ ଅଗଷ୍ଟ ୧୫ରେ ଦେଶ ସ୍ବାଧୀନ ହୋଇଥିବା ବେଳେ ସମ୍ବିଧାନ ଲାଗୁ ହୋଇ ନ ଥିଲା। ତେଣୁ ରାଷ୍ଟ୍ରପତି ପଦରେ କେହି ନ ଥିଲେ। ତେଣୁ ୨୬ ଜାନୁୟାରୀରେ ସମ୍ବିଧାନ ଲାଗୁ ହେବାପରେ ରାଷ୍ଟ୍ରପତି ପତାକା ଉତ୍ତୋଳନ କରିଥିଲେ।
ଜାନୁୟାରୀ ୨୬ରେ ଲାଲକିଲାରେ ପତାକା ଉତ୍ତୋଳନ କରାଯାଉଥିବା ବେଳେ ୧୫ ଅଗଷ୍ଟରେ ରାଜପଥରେ ପତାକା ଉତ୍ତୋଳନ କରାଯାଇଥାଏ।
ଅଗଷ୍ଟ ୧୫ରେ ପରେଡ ହେବା ସହ ସେନା ତାଙ୍କ ଶକ୍ତି ପ୍ରଦର୍ଶନ କରିଥାଆନ୍ତି। ଏଥିରେ ବିଦେଶରୁ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥାଏ। ହେଲେ ଜାନୁୟାରୀ ୨୬ରେ ଏସବୁ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri