୧୬୦୦ ପଏଣ୍ଟ ବଢିଲା ସେନ୍‌ସେକ୍ସ

 

ମୁମ୍ବାଇ,୨୧-୩: ଲଗାତର ୪ ଦିନ ଦେଶର ପୁଞ୍ଜି ବଜାର ହ୍ରାସ ଘଟିବା ପରେ ଶୁକ୍ରବାର ଏଥିରେ ଉନ୍ନତି ଘଟିଛି। ଏହି ସମୟରେ ନିବେଶକଙ୍କୁ ୬.୩୨ ଲକ୍ଷ କୋଟି ଟଙ୍କା ଲାଭ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସେନ୍‌ସେକ୍ସ ଶୁକ୍ରବାର ୧୬୨୭.୭୨ ବା ୫.୭୫% ପଏଣ୍ଟ ବଢିଛି। ସରକାରଙ୍କ ପ୍ରୋତ୍ସାହନ ପ୍ୟାକେଜ ଏବଂ ବିଶ୍ୱ ସ୍ତରର ଶେୟାର ବଜାର କାରବାରରେ ଉନ୍ନତି ଆସିବା ଯୋଗୁ ଏଭଳି ସ୍ଥିତି ଦେଖାଯାଇଛି। ଏହି ସମୟରେ ଶେୟାର ବଜାରର ବିଭିନ୍ନ କ୍ଷେତ୍ରର ସୂଚୀଗୁଡିକ ଉନ୍ନତ କାରବାର ହାସଲ କରିଛନ୍ତି। ଗତ ୪ ଦିନ ଲଗାତରଭାବେ ସୂଚକାଙ୍କ ଖସିବା ଯୋଗୁ ନିବେଶକଙ୍କୁ ୧୯.୪୯ ଲକ୍ଷ କୋଟି ଟଙ୍କାର କ୍ଷତି ସହିବାକୁ ପଡିଛି। ୪ ଦିନରେ ସୂଚକାଙ୍କ ୫,୮୧୫.୨୫ ପଏଣ୍ଟ ଖସିଯାଇଥିଲା। ବିଶ୍ୱ ବଜାରରୁ ଉନ୍ନତ ରଖିବା ଲାଗି ସାରା ବିଶ୍ୱରେ କେନ୍ଦ୍ରୀୟ ବ୍ୟାଙ୍କଗୁଡିକ ଅଧିକ ପଦକ୍ଷେପ ନେବେ ବୋଲି ନିବେଶକମାନେ ଆଶା କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?