Posted inଜାତୀୟ

୧୬୮ ଯାତ୍ରୀଙ୍କୁ ନେଇ ହିଣ୍ଡନ ଏୟାରବେସରେ ପହଞ୍ଚିଲା ସି-୧୭ ଗ୍ଲୋବମାଷ୍ଟର, ଅଛନ୍ତି ଭାରତୀୟଙ୍କ ସହ ଆଫଗାନୀ ଯାତ୍ରୀ

ନୂଆଦିଲ୍ଲୀ,୨୨ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ବାହାରକୁ ଆଣିବା ପ୍ରକ୍ରିୟା ଜାରି ରହିଛି । ରବିବାର ଦୋହା ରାସ୍ତା ଦେଇ ଭାରତୀୟ ବାୟୁସେନାର ବିମାନ ସି-୧୭ ଗ୍ଲୋବମାଷ୍ଟର ସକାଳେ ଗାଜିଆବାଦର ହିଣ୍ଡନ ଏୟାରବେସରେ ପହଞ୍ଚିଛି । ୧୬୮ ଯାତ୍ରୀଙ୍କୁ ନେଇ ବିମାନଟି କାବୁଲରୁ ବାହାରିଥିଲା । ବୈଦେଶିକ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଏହି ବିମାନରେ ୧୦୭ ଭାରତୀୟ ନରାଗରିକଙ୍କ ସହ ଆଫଗାନୀ ଯାତ୍ରୀ ବି ରହିଛନ୍ତି । ସମସ୍ତଙ୍କୁ ସୁରକ୍ଷିତ ଭାବେ ଭାରତରେ ଲ୍ୟାଣ୍ଡ କରାଯାଇଛି । ସୂଚନାଯୋଗ୍ୟ, ଭାରତୀୟ ବାୟୁସେନର ସେନା ପରିବହନ ବିମାନ ୮୭ ଭାରତୀୟ ଓ ୨ ନେପାଳି ନାରିକଙ୍କ୍‌ୁ ନେଇ ରବିବାର ସକାଳେ ଦିଲ୍ଲୀ ଏୟରାପୋର୍ଯରେ ପହଞ୍ଚିଥିଲା । ବିମାନରେ ଆସିବା ସମୟରେ ସମସ୍ତ ଭାରତୀୟ ଭାରତ ମାତାକି ଜୟ ବୋଳଇ ସ୍ଲୋଗାନ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri