୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବମିଖାଲ ଅଞ୍ଚଳର ୧୫ ଚିହ୍ନଟ

ଭୁବନେଶ୍ୱର,୫।୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ରବିବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ଜଣେ ଚିହ୍ନଟ ହୋଇଥିବା ବେଳେ ରାତିରେ ଆଉ ୧୫ଜଣଙ୍କ ରିପୋର୍ଟ ପଜିଟିଭ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରିଛି। ରାତିରେ ୧୬ଜଣଙ୍କ ରିର୍ପୋ୍‌ଟ ପଜିଟିଭ ଆସିଥିବା ବେଳେ ସେଥିରୁ ୧୫ଜଣ ବମିଖାଲ ଅଞ୍ଚଳର ବୋଲି ଜଣାପଡିଛି। ଅନ୍ୟ ଜଣଙ୍କ ପରିଚୟ  ଜଣାପଡି ନାହିଁ। ଫଳରେ ବମିଖାଲ ଅଞ୍ଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ ତରଫରୁ ଏହି ଅଞ୍ଚଳକୁ ସଂକ୍ରମିତ ଅଞ୍ଚଳଭାବେ ଚିହ୍ନଟ କରାଯିବା ସହ ସିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri