୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ ଦେଶରେ ୧୬ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଛି। ଜମ୍ମୁ-କଶ୍ମୀର, ମହାରାଷ୍ଟ୍ର ଓ ଗୁଜରାଟରେ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କର ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ ଜାରି ହୋଇଛି। ପରିସ୍ଥିତିରେ ସୁଧାର ନ ହେଲେ ଭାରତ ଷ୍ଟେଜ୍‌ ଥ୍ରୀକୁ ଯିବାର ଆଶଙ୍କା ମଧ୍ୟ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri