୧୬ ବର୍ଷରେ ପାଦ ଦେଲା ଜି-ମେଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୧।୪: ଜି-ମେଲ୍‌କୁ ବୁଧବାର ୧୬ ବର୍ଷରେ ପାଦ ଦେଇଛି। ୨୦୦୪ ଏପ୍ରିଲ୍‌ ୧ରେ ଏହାର ଶୁଭାରମ୍ଭ ହୋଇଥିଲା। ଏହା ଆମେରିକାର କମ୍ପ୍ୟୁଟର ଇଞ୍ଜିନିୟର ପାଉଲ୍‌ ଟି ବୁଚେଟ୍‌ଙ୍କ ଦ୍ୱାରା ତିଆରି ହୋଇଥିଲା। ପ୍ରଥମେ ଜି-ମେଲ୍‌ ପ୍ରତି ବ୍ୟବହାରକାରୀଙ୍କୁ ଏକ ଗିଗାବାଇଟ୍‌ ସ୍ପେସ୍‌ ଉପଲବ୍ଧ କରାଉଥିବାବେଳେ ଏବେ ଏହି ଫ୍ରି ସ୍ପେସ୍‌ ୧୫ ଜିବିକୁ ବୃଦ୍ଧି ପାଇଛି। ପୃଥିବୀରେ ପ୍ରତିମାସରେ ୧୫୦ କୋଟି ଆକ୍ଟିଭ୍‌ ୟୁଜର୍ସ ଜି-ମେଲ୍‌ ବ୍ୟବହାର କରିଥାନ୍ତି। ୟୁଜର୍ସ ୫୦ ଏମ୍‌ବି ପର୍ଯ୍ୟନ୍ତ ଇ-ମେଲ୍‌ ଏହା ଦ୍ୱାରା ଉପଲବ୍ଧ କରିପାରୁଛି । ଏହାଠାରୁ ଅଧିକ ବଡ଼ ଇ-ମେଲ୍‌ ପାଇଁ ଗୁଗଲ୍‌ ଡ୍ରାଇଭ୍‌ର ସହାୟତା ନିଆଯାଇ ପାରୁଛି। ୨୦୧୯ରେ ଜି-ମେଲର ଅପଡେଟ୍‌ ଭର୍ସନ ଉପଲବ୍ଧ ହୋଇଥିଲା। ଏଥିରେ କେତେକ ନୂତନ ଫିଚରକୁ ଅନ୍ତର୍ଭୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri