୧୬ ବିମାନ ଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୯ା୫: ଦୁଇ ମାସ ବନ୍ଦ ରହିବା ପରେ ଗତ ସୋମବାରଠାରୁ ଦେଶ ଭିତରେ ବିମାନ ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ୩ ଏୟାରଲାଇନ୍ସରେ ଯାତ୍ରା କରିଥିବା ୧୬ ଜଣ ଯାତ୍ରୀଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଇଣ୍ଡିଗୋର ସର୍ବାଧିକ ୧୨ ଜଣ ଯାତ୍ରୀ ଅଛନ୍ତି। ସେମାନେ ଉକ୍ତ ଏୟାରଲାଇନ୍ସର ୪ଟି ବିମାନରେ ଯାତ୍ରା କରିଥିଲେ। ସେମାନଙ୍କଠାରେ ଲକ୍ଷଣ ନ ଥିଲା ବୋଲି ଇଣ୍ଡିଗୋ ପକ୍ଷରୁ କୁହାଯାଇଛି। ସେହିପରି ସ୍ପାଇସ୍‌ଜେଟ୍‌ରେ ଆସିଥିବା ୨ ଜଣଙ୍କଠାରେ କରୋନା ଭୂତାଣୁ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri