Categories: ଜାତୀୟ

୧୭ତମ ଲୋକ ସଭାର ସୁନ୍ଦରୀ ଏମ୍‌ପି

ନୂଆଦିଲ୍ଲୀ,୨୭।୫: ଦେଶର ୧୭ତମ ଲୋକ ସଭାକୁ ନବନିର୍ବାଚିତ ହୋଇ ଆସିଛନ୍ତି ପଶ୍ଚିମବଙ୍ଗର ମିମି ଚକ୍ରବର୍ତ୍ତୀ। ୩୦ ବର୍ଷ ବୟସ୍କା ମିମି ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଭାବେ ଯାଦବପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ୨୦୦୮ରେ ସେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ। ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ମିମିଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି। ମିମିଙ୍କ କେତେକ ଫଟୋ ମଧ୍ୟ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ୨୦୧୯ରେ ତୃଣମୂଳ କଂଗ୍ରେସରେ ଯୋଗଦେଇଥିଲେ।

Share