Posted inଖେଳ

୧୭ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ଥାଇଲାଣ୍ଡକୁ ହରାଇଲା ଭାରତ

ମୁମ୍ବାଇ,୧୮ା୧୨ (ପି.ଟି.)-ଏଠାରେ ଚାଲିଥିବା ୧୭ବର୍ଷରୁ କମ୍‌ ମହିଳା ତ୍ରିରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଏହାର ଅନ୍ତିମ ରାଉଣ୍ଡ ରବିନ ଲିଗ୍‌ ଗେମ୍‌ରେ ଥାଇଲାଣ୍ଡକୁ ୧-୦ ଗୋଲରେ ହରାଇ ଦେଇଛି। ଏଥି ସହ ଦଳ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଖେଳାଯାଇଥିବା ଏହି ମ୍ୟାଚରେ କ୍ରିଟିନା ଦେବୀ ଖେଳର ୯୦+୧ ତମ ମିନିଟ୍‌ରେ ବିଜୟସୂଚକ ଗୋଲଟିକୁ ସ୍କୋର କରିଥିଲେ। ଭାରତ ଗୁରୁବାର ଫାଇନାଲରେ ସୁଇଡେନକୁ ଭେଟିବ। ଆୟୋଜକ ଦଳ ଲିଗ୍‌ ଗେମ୍‌ରେ ସୁଇଡେନଠାରୁ ୦-୩ ଗୋଲରେ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri